Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିକିଟି ମଦ ମୃତ୍ୟୁ ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନ: ମଦ ତିଆରି ଅଭିଯୋଗରେ ମା’ ଆଉ ପୁଅ ଗିରଫ
ଅପରାଧ

ଚିକିଟି ମଦ ମୃତ୍ୟୁ ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନ: ମଦ ତିଆରି ଅଭିଯୋଗରେ ମା’ ଆଉ ପୁଅ ଗିରଫ

December 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
କୀଟନାଶକ ଖାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ଅଗଷ୍ଟ ମାସରେ ଚିକିଟି ମଦ ମୃତ୍ୟୁ ଘଟଣା ପରେ ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଦିଗପହଣ୍ଡି ପୋଲିସ ପକ୍ଷରୁ ବନ୍ଥପଲି ନିକଟସ୍ଥ ବେଲପଡା ଗ୍ରାମରେ କୁଟୀର ଶିଳ୍ପ ଭାବେ ଏକ ମଦ ପ୍ରସ୍ତୁତି ଗୃହ ଉପରେ ଚଢ଼ାଉ ହୋଇଥିଲା। କିନ୍ତୁ ମଦ ପ୍ରସ୍ତୁତ କରୁଥିବା ମନାସ ମଲିକ ଓ ପୁଅ କ୍ରିଷ୍ଣା ମଲିକ ପୋଲିସକୁ ଦେଖି ବାରି ପଛ ଜଙ୍ଗଲ ପଟକୁ ଚାଲିଯାଇଥିଲେ।

ସେହି ଦିନଠାରୁ ପୋଲିସ ଅନୁସନ୍ଧାନ ଚଳାଇ ଶେଷରେ ମାଁ ଓ ପୁଅ କୁ ଧରି ମକଦ୍ଦମା ନଂ ୩୨୦/୨୪ ମାମଲା ରୁଜୁ କରି ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ପୋଲିସର କାର୍ଯ୍ୟାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

September 18, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକକୁ ଧକ୍କା ଦେଇ ନାଳକୁ ଖସିଲା ବୋଲେରୋ, ବାପ-ପୁଅ ଓ ନାତିଙ୍କ ମୃତ୍ୟୁ

September 18, 2026

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ

September 18, 2026

ପୂର୍ବତଟ ରେଳପଥର ସ୍ୱଚ୍ଛତା ହିଁ ସେବା- ୨୦୨୬ ଅଭିଯାନ ଆରମ୍ଭ

September 18, 2026
Latest News

୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି

September 18, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକକୁ ଧକ୍କା ଦେଇ ନାଳକୁ ଖସିଲା ବୋଲେରୋ, ବାପ-ପୁଅ ଓ ନାତିଙ୍କ ମୃତ୍ୟୁ

September 18, 2026

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ

September 18, 2026

ପୂର୍ବତଟ ରେଳପଥର ସ୍ୱଚ୍ଛତା ହିଁ ସେବା- ୨୦୨୬ ଅଭିଯାନ ଆରମ୍ଭ

September 18, 2026

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.