Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିଭିନ୍ନ ସ୍ଥାନରେ ଡକାୟତି ଅଭିଯୋଗରେ ୪ ଅଭିଯୁକ୍ତ ଗିରଫ
ଅପରାଧ

ବିଭିନ୍ନ ସ୍ଥାନରେ ଡକାୟତି ଅଭିଯୋଗରେ ୪ ଅଭିଯୁକ୍ତ ଗିରଫ

December 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଜରଡା ଓ କେ ନୁଆଁଗାଁ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ହୋଇଥିବା ଡକାୟତି ଅଭିଯୋଗରେ ଜରଡା ଥାନା ପୋଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଚନ୍ଦନ ଦଳେଇ, ବି ଦୀପକ୍, ଅଲେଖ ନାୟକ ଓ ଦୁର୍ଗା ବାଘସିଂ ନାମକ ୪ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ଗିରଫ ଅଭିଯୁକ୍ତ ମାନେ ଚିକିଟି ପେଣ୍ଠ ସୁନା ଦୋକାନ, ପାତ୍ରପୁର କାନାଡା ବ୍ୟାଙ୍କ୍, ଲକ୍ଷ୍ମୀପୁର ୟୁନିୟନ ବ୍ୟାଙ୍କ୍ ଓ କଳବାଡ ପଞ୍ଚାୟତ କାର୍ଯ୍ୟାଳୟରେ ବିଗତ ଦିନରେ ହୋଇଥିବା ଲୁଟପାଟ୍ ଘଟଣାରେ ଅଭିଯୁକ୍ତ ଅଟନ୍ତି।

ଉକ୍ତ ଅଭିଯୁକ୍ତ ମାନଙ୍କୁ ପୋଲିସ ବିଭିନ୍ନ ସ୍ଥାନରୁ ଉଠାଇ ଆଣି ଯେରା କରିବା ପରେ କିଛି ଚୋରି ସାମଗ୍ରୀ ଜବତ କରି କେଶ୍ ନଂ ୩୯୦/୨୪ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.