Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରୁଷରେ 9/11 ପରି ଘଟଣା, ତିନିଟି କୋଠା ଉପରକୁ ଡ୍ରୋନ୍ ଆକ୍ରମଣ
ଅପରାଧ

ରୁଷରେ 9/11 ପରି ଘଟଣା, ତିନିଟି କୋଠା ଉପରକୁ ଡ୍ରୋନ୍ ଆକ୍ରମଣ

December 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରୁଷର କାଜାନ ସହରରେ 9/11 ଭଳି ଆକ୍ରମଣ ଘଟନା ସାମ୍ନାକୁ ଆସିଛି। ଏଠାରେ ତିନୋଟି ବଡ କୋଠାକୁ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ କରାଯାଇଛି। ଏହି ଆକ୍ରମଣ ପାଇଁ ରୁଷିଆ ଗଣମାଧ୍ୟମ ୟୁକ୍ରେନକୁ ଦାୟୀ କରିଛି। ଏହି ଡ୍ରୋନ୍ ଆକ୍ରମଣ ମସ୍କୋର ପ୍ରାୟ 800 କିଲୋମିଟର ପୂର୍ବରେ ଅବସ୍ଥିତ କାଜାନ ସହରର ଅନେକ ଆବାସିକ ଅଞ୍ଚଳକୁ ଟାର୍ଗେଟ କରିଛି। ସୋସିଆଲ ମିଡିଆରେ ଭିଡିଓରେ ଦର୍ଶାଯାଇଛି ଯେ, ଡ୍ରୋନ୍ ଏକ ଉଚ୍ଚ କୋଠାକୁ ଧକ୍କା ଦେଇଥିଲା, ପରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା।

ଏହି ଆକ୍ରମଣ ପରେ କାଜାନ ବିମାନ ବନ୍ଦରକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି। ଆଗାମୀ ଦୁଇ ଦିନ ପାଇଁ କାଜାନ ସହରରେ ସମସ୍ତ ପ୍ରମୁଖ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ସୁରକ୍ଷା କାରଣ ଦର୍ଶାଇ ଏହା କରାଯାଇଛି। ରୁଷର ଏହି ସହର ସବୁଠାରୁ ସୁରକ୍ଷିତ ସହର ଭାବରେ ପରିଗଣିତ ହୁଏ। ନିକଟରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।

BJP Ads
Breaking News russia Ukraine
Share. Facebook Twitter LinkedIn Email WhatsApp Copy Link

Related Posts

ଫସଲ ବୀମା ଦାବି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କଲେ କେନ୍ଦ୍ର କୃଷିମନ୍ତ୍ରୀ

November 4, 2025

କଳିଙ୍ଗ ଷ୍ଟାଡିୟମରେ 17 ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ

November 4, 2025

କଟକରେ ଡିଜିଟାଲ ଲାଇଫ ସାର୍ଟିଫିକେଟ ଅଭିଯାନ ୪.୦ ଅନୁଷ୍ଠିତ

November 4, 2025

ଆଜି ନଭେମ୍ବର ୪ ତାରିଖ ମଙ୍ଗଳବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

November 4, 2025
BJP Ads
Latest News

ଫସଲ ବୀମା ଦାବି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କଲେ କେନ୍ଦ୍ର କୃଷିମନ୍ତ୍ରୀ

November 4, 2025

କଳିଙ୍ଗ ଷ୍ଟାଡିୟମରେ 17 ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ

November 4, 2025

କଟକରେ ଡିଜିଟାଲ ଲାଇଫ ସାର୍ଟିଫିକେଟ ଅଭିଯାନ ୪.୦ ଅନୁଷ୍ଠିତ

November 4, 2025

ଆଜି ନଭେମ୍ବର ୪ ତାରିଖ ମଙ୍ଗଳବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

November 4, 2025

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.