Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦାଦାବଟି ମାଗିବା ଅଭିଯୋଗରେ ଦୁଇ ଗିରଫ
ଅପରାଧ

ଦାଦାବଟି ମାଗିବା ଅଭିଯୋଗରେ ଦୁଇ ଗିରଫ

December 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ଶ୍ରୀରାମ ନଗର ଅଞ୍ଚଳର କବିର ପାତ୍ର ନାମକ ଜଣେ ବ୍ୟବସାୟୀଙ୍କୁ ଗତ ଶନିବାର ମଧ୍ୟାହ୍ନରେ ପୁରୁଣା ଅପରାଧୀ ଭାଲୁ ସାମଲ ନେତୃତ୍ୱରେ କିଛି ଯୁବକ ଆତର୍କିତ ଭାବେ ଆକ୍ରମଣ କରି ୩୦ ଲକ୍ଷ ଟଙ୍କା ଦାବୀ କରିଥିଲେ। ନଚେତ୍ ପୁରା ପରିବାର କୁ ହତ୍ୟା ଧମକ ଦେଇ ସେଠାରୁ ଚାଲିଯାଇଥିଲେ।

ପରବର୍ତ୍ତୀ ସମୟରେ ଆତଙ୍କିତ କବିର ପାତ୍ର ବଡ଼ବଜାର ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ପୋଲିସ ନିକଟରେ ସଂଲଗ୍ନ ସିସିଟିଭି କ୍ୟାମେରା ଫୁଟେଜକୁ ଆଧାର କରି ପୋଲିସ ଦୁଇ ଯୁବକ ବିକି ମହାପାତ୍ର ଓ ରିଙ୍କୁ ସାମଲ କୁ ବିଭିନ୍ନ ଅପରାଧୀକ ମାମଲା ରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ଘଟଣାରେ ବ୍ୟବହୃତ ଦୁଇଟି ମୋଟରସାଇକେଲ କୁ ଜବତ କରିଛନ୍ତି।

ଏତଦବ୍ୟତୀତ ଆଉ ସମସ୍ତ ଅଭିଯୁକ୍ତକୁ ଗିରଫ କରାଯିବ ବୋଲିି ଥାନା ସୁତ୍ରରୁ ପ୍ରକାଶ।

BJP Ads
ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଇଜିଂ ଷ୍ଟାର ଏସିଆ କପ୍: ଘୋଷଣା ହେଲା ଟିମ୍ ଇଣ୍ଡିଆ ଏ, ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚ୍ ର ତାରିଖ

November 5, 2025

Kartik Purnima: କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

November 5, 2025

ପ୍ରଶାନ୍ତ କିଶୋରଙ୍କୁ ଝଟକା: ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗଦେଲେ ଜନ ସୂରାଜ ପ୍ରାର୍ଥୀ ସଞ୍ଜୟ ସିଂହ

November 5, 2025

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ମେଗା ପୋର୍ଟ ଘୋଷଣା

November 5, 2025
BJP Ads
Latest News

ଇସି ବିରୋଧରେ ‘ହାଇଡ୍ରୋଜେନ୍ ବୋମା’ ଫୁଟାଇଲେ ରାହୁଲ ଗାନ୍ଧୀ?: ଉତ୍ତର ଦେଲେ ନିର୍ବାଚନ କମିଶନ

November 5, 2025

ରାଇଜିଂ ଷ୍ଟାର ଏସିଆ କପ୍: ଘୋଷଣା ହେଲା ଟିମ୍ ଇଣ୍ଡିଆ ଏ, ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚ୍ ର ତାରିଖ

November 5, 2025

Kartik Purnima: କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

November 5, 2025

ପ୍ରଶାନ୍ତ କିଶୋରଙ୍କୁ ଝଟକା: ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗଦେଲେ ଜନ ସୂରାଜ ପ୍ରାର୍ଥୀ ସଞ୍ଜୟ ସିଂହ

November 5, 2025

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ ମିଳିଲା କ୍ଲିନ୍ ଚିଟ୍

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.