Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରୁ ଦେଶୀ ମଦ ସହ ନଗଦ ଟଙ୍କା ଜବତ: ଦୁଇ ଗିରଫ 
ଅପରାଧ

ବାଣପୁରରୁ ଦେଶୀ ମଦ ସହ ନଗଦ ଟଙ୍କା ଜବତ: ଦୁଇ ଗିରଫ 

January 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଲୁଗାଁ ଅବକାରୀ ଅଧିକାରୀଙ୍କ ଏକ ଟିମ ବାଣପୁର ଅଂଚଳରେ ଚଢ଼ାଉ କରି ଭୀମପୁର ଗ୍ରାମର ପ୍ରଶାନ୍ତ ସେନାପତିଙ୍କ ଠାରୁ ଏକ ସ୍କୁଟିସହ ୨୨୮୦୦ଟଙ୍କା ଏବଂ ୫୨୦ଲିଟର ଦେଶୀ ମଦ ଜବତ କରିଛି। ଅନୁରୂପ ଭାବେ ବଡହନ୍ତୁଆଡ଼ ଗ୍ରାମର ଅଭିମନ୍ୟୁ ପ୍ରଧାନଙ୍କ ଠାରୁ ଏକ ସ୍କୁଟି ଏବଂ ଦେଶୀ ମହୁଲ ଜବତ କରିଛନ୍ତି। ଉଭୟ ଅଭିଯୁକ୍ତଙ୍କୁ ବାଣପୁର କୋର୍ଟରେ ହଜାର କରାଯାଇଥିବା ବେଳେ କୋର୍ଟ ସେମାନଙ୍କୁ ଜେଲକୁ ପଠାଇ ଦେଇଛନ୍ତି।

ପ୍ରକାଶ ଥାଉକି ବାଣପୁର ଅଂଚଳରେ ଦେଶୀ ମଦ କାରବାର ଦିନକୁ ଦିନ ବଢିଚାଲିଛି। ଅବକାରୀ ସୁମିତ ତ୍ରିପାଠୀଙ୍କ ନିର୍ଦ୍ଦେଶ ମୁତାବକ ମଦ ବେପାରୀ ମାନଙ୍କ ଉପରେ ଜୋରଦାର ଚଢ଼ାଉ ନିର୍ଦ୍ଦେଶ ଥିବାବେଳେ ବାଲୁଗାଁ ଅବକାରୀ ବିଭାଗ ତରଫରୁ ତପ୍ତରତା ପ୍ରକାଶ ପାଇଛି।

ବାରମ୍ବାର ମଦ ଜବତ ହେଲେ ମଧ୍ୟ ଅଭିଯୁକ୍ତ ମାନଙ୍କ ଉପରେ କୌଣସି ପ୍ରଭାବ ପରିଲକ୍ଷିତ ହେଉନାହିଁ। ଅବକାରୀ ବିଭାଗ କେବଳ ଲୋକଦେଖାଣିଆ ଚଢ଼ାଉ କରି ବଡ଼ ମାଛକୁ ଛାଡି ଦେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି।

ଦୁଇ ଗିରଫ ବାଣପୁର ବାଲୁଗାଁ ଅବକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026
Latest News

ଜିନ୍ଦ୍‌ଠାରେ ପ୍ରାୟ ୧୪,୭୦୦ କୋଟିର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 17, 2026

ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 17, 2026

କେବଳ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନୁହେଁ, ଜାଣନ୍ତୁ ସୋନମ ୱାଙ୍ଗଚୁକଙ୍କ ଦାବି କ’ଣ?

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.