Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ୟବସାୟୀଙ୍କୁ ଆକ୍ରମଣ ଓ ଲୁଟ୍ ଅଭିଯୋଗରେ ଦୁଇ ଗିରଫ
ଅପରାଧ

ବ୍ୟବସାୟୀଙ୍କୁ ଆକ୍ରମଣ ଓ ଲୁଟ୍ ଅଭିଯୋଗରେ ଦୁଇ ଗିରଫ

January 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ସହର କରଣ ସାହିର ଚାଟ୍ ବ୍ୟବସାୟୀ ସତ୍ୟନାରାୟଣ ସାହୁ ନିଜ ଠେଲା ଗାଡ଼ି ଧରି ବଜାରକୁ ଯିବା ବେଳେ ମୁରଲୀଧର ଦାସ ଓ ଜଣେ ନାବାଳକ କିଛି ଖାଦ୍ୟ ପଦାର୍ଥ ମାଗି ଥିଲେ। ସତ୍ୟନାରାୟଣ ଟଙ୍କା ମାଗିବାରୁ ଉକ୍ତ ଦୁଇ ଜଣ ବ୍ୟବସାୟୀଙ୍କୁ ମାଡ଼ ମାରିବା ସହ ଠେଲା ଗାଡ଼ିକୁ ଭାଙ୍ଗି ଚାଲିଯାଇଥିଲେ।

ଏହି ପରିପ୍ରେକ୍ଷୀରେ ବ୍ୟବସାୟୀଜଣଙ୍କ ଦିଗପହଣ୍ଡି ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୪୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ମୁରଲୀଧରକୁ ଗିରଫ କରି କୋର୍ଟ ଚାଲାଣ କରିଛି ଓ ନାବାଳକକୁ ସ୍ବତନ୍ତ୍ର ବାଳ ସୁଧାର ଗୃହକୁ ପଠାଇଛି।

ଦିଗପହଣ୍ଡି ଦୁଇ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.