Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବରଯାତ୍ରୀ ଶୋଭାଯାତ୍ରାରେ ଆକ୍ରମଣ, ସଙ୍କଟାପନ୍ନ ଅବସ୍ଥାରେ ଗୁରୁତର ଯୁବକ ବିଶାଖାପାଟଣା ସ୍ଥାନାନ୍ତର
ଅପରାଧ

ବରଯାତ୍ରୀ ଶୋଭାଯାତ୍ରାରେ ଆକ୍ରମଣ, ସଙ୍କଟାପନ୍ନ ଅବସ୍ଥାରେ ଗୁରୁତର ଯୁବକ ବିଶାଖାପାଟଣା ସ୍ଥାନାନ୍ତର

February 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ କଣ୍ଟେଇ କୋଳି ଗ୍ରାମର କାହ୍ନା ସାହୁ ଜଣେ ଯୁବକ ବରଯାତ୍ରୀ ଶୋଭାଯାତ୍ରାରେ ଯୋଗଦେବା ପାଇଁ ଶ୍ରଦ୍ଧାପୁର ଯାଇଥିଲେ। ଶୋଭାଯାତ୍ରାରେ ବର ବସିଥିବା ଘୋଡାଗାଡିର ଚାଳକ ସହ ସାମାନ୍ୟ କଥାକୁ ନେଇ ବଚସା ହୋଇଥିଲା ଓ ଏହି ସମୟରେ ଗାଡ଼ି ଚାଳକ ଓ ମାଲିକ ଅନ୍ୟ ଜଣେ ମିଶି କାହ୍ନା ସହ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଉକ୍ତ ୩ ଜଣ ମିଶି ଗାଡ଼ିରେ ଥିବା ଏକ ଖଣ୍ଡା ଆଣି କାହ୍ନା ଉପରେ ମାରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଗୁରୁତର କାହ୍ନାକୁ କିଛି ବରଯାତ୍ରୀ ଲୋକ ପ୍ରଥମେ ହିଞ୍ଜିଳି ଡାକ୍ତରଖାନା ପରେ ବ୍ରହ୍ମପୁର ଓ ସଙ୍କଟାପନ୍ନ ଅବସ୍ଥାରେ ତାକୁ ବିଶାଖାପାଟଣା ସ୍ଥାନାନ୍ତର କରିଛନ୍ତି। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ଓ ହିଞ୍ଜିଳି ଗ୍ରାମର ବାହାରପଟୁ ତାଲାବନ୍ଦ ଘରୁ ଉକ୍ତ ଆକ୍ରମଣକାରୀ ୩ ଜଣଙ୍କୁ ଉଠାଇ ଆଣିଛି। ସେମାନଙ୍କ ନିକଟରୁ ଗୋଟିଏ ରକ୍ତଭିଜା ଖଣ୍ଡା ଜବତ କରିଛନ୍ତି।

ବରଯାତ୍ରୀ ଶୋଭାଯାତ୍ରା ବିଶାଖାପାଟଣା ମାରଣାନ୍ତକ ଆକ୍ରମଣ ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.