Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଉଗ୍ର ରୁପ ନେଲା ପାରିବାରିକ କଳହ: ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ଗୁରୁତର
ଅପରାଧ

ଉଗ୍ର ରୁପ ନେଲା ପାରିବାରିକ କଳହ: ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇ ଗୁରୁତର

February 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ଶାରୁ ଗ୍ରାମରେ ପାରିବାରିକ ଗଣ୍ଡଗୋଳର ଉଗ୍ର ରୁପ ନେଇ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଯାହାଫଳରେ ସାନ ଭାଇ ବିଜୟ ସେଠୀଙ୍କ ଠେଙ୍ଗାରେ ବଡ଼ ଭାଇ ସଞ୍ଜୟ ଗୁରୁତର ଆହତ ହୋଇଛନ୍ତି।

ମୁଣ୍ଡରେ ଆଘାତ ଲାଗିବାରୁ ବଡ ଭାଇ ତଳେ ପଡ଼ିଯାଇଥିଲେ। ରାସ୍ତାରେ ଯାଉଥିବା ଲୋକେ ସଞ୍ଜୟଙ୍କୁ ସେଠାରୁ ଉଠାଇ ନେଇ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଡାକ୍ତରଖାନାରୁ ଆସି ସାନ ଭାଇ ବିଜୟ ବିରୁଦ୍ଧରେ ସଞ୍ଜୟ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୧୩୦/୨୫ ଅନୁଯାୟୀ ଏକ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ବିଜୟକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଠେଙ୍ଗା ମାଡ ପାରିବାରିକ କଳହ ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଚାଲିବ ବୁଲଡୋଜର: ୩୮ କୋଠା ଭାଙ୍ଗିବାକୁ ନିର୍ଦ୍ଦେଶ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026
Latest News

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଚାଲିବ ବୁଲଡୋଜର: ୩୮ କୋଠା ଭାଙ୍ଗିବାକୁ ନିର୍ଦ୍ଦେଶ

July 15, 2026

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.