Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଆଦେଶ
ଅପରାଧ

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଆଦେଶ

February 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
v
ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ପାଣିଗ୍ରାହୀ ପେଣ୍ଠ ଗଣପତି ନଗର ଅଞ୍ଚଳରେ ଗତ ୨୦୨୧ ମସିହାରେ ଘଟିଥିବା ହତ୍ୟାକାଣ୍ଡରେ ଅଭିଯୁକ୍ତ ପିଣ୍ଟୁ ସାହୁଙ୍କୁ ମାନ୍ୟବର ଜିଲ୍ଲା ଅତିରିକ୍ତ ଦୌରାଜଜ୍ ଇନ୍ଦୁ ଶର୍ମା ଆଜୀବନ କାରାଦଣ୍ଡ ଆଦେଶ ସହ ୧୫ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି ଓ ଜରିମାନା ଅନାଦେୟ ଆଉ ୧୮ ମାସ ଜେଲଦଣ୍ଡ ଶୁଣାଇଛନ୍ତି।

ସୁଚନା ଥାଉକି ସାମାନ୍ୟ କଥାକୁ ନେଇ ପୁର୍ବ ଶତୃତାକୁ କେନ୍ଦ୍ର କରି ଉକ୍ତ ସାହିର ପପୁନ୍ ସାହୁ ଓ ପିଣ୍ଟୁ ସାହୁର ମନୋମାଳିନ୍ୟ ଥିବା ବେଳେ ଘଟଣା ଦିନ ଉକ୍ତ ଦୁଇ ଜଣଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ପିଣ୍ଟୁ ଗୋଟିଏ ଧାରୁଆ ଛୁରୀରେ ପପୁନ୍ ଶରୀର କୁ ଆକ୍ରମଣ କରିଥିଲା।  ଗୁରୁତର ଅବସ୍ଥାରେ ସେ ପଡିରହିଥିବା ବେଳେ ପିଣ୍ଟୁ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରିବାର ଲୋକେ ତାକୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ମୃତ ପପୁନ୍ ଙ୍କ ମାଁ ର ଅଭିଯୋଗ ଅନୁଯାୟୀ ତତ୍କାଳୀନ ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୁପତି ଘଟଣା ର ତଦନ୍ତ କରି ଅଭିଯୁକ୍ତ ପିଣ୍ଟୁ କୁ ଗିରଫ କରି କୋର୍ଟ ଚାଲାଣ ସହ ଚାର୍ଜସିଟ୍ ଦାଖଲ କରିଥିଲେ। ବର୍ତ୍ତମାନ ମାନ୍ୟବର ଅଦାଲତ ବିଚାର ବେଳେ ୧୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରି ଅଭିଯୁକ୍ତ ପିଣ୍ଟୁ କୁ ଉକ୍ତ ଆଦେଶ ଶୁଣାଇଛନ୍ତି।

ଆଜୀବନ କାରାଦଣ୍ଡ ବଡ଼ବଜାର ଥାନା ହତ୍ୟାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026
Latest News

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.