Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ, ହୋଟେଲରୁ ଉଠାଇ ନେଲା ପୋଲିସ
ଅପରାଧ

ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ, ହୋଟେଲରୁ ଉଠାଇ ନେଲା ପୋଲିସ

March 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମହାକୁମ୍ଭ ସମୟରେ ଭାଇରାଲ ହୋଇଥିବା ଆଇଆଇଟି ବାବା ଅଭୟ ସିଂଙ୍କୁ ଜୟପୁର ପୋଲିସ ଗିରଫ କରିଛି। ସୋସିଆଲ ମିଡିଆରେ ସିଂ ଆତ୍ମହତ୍ୟା କରିବାକୁ ଧମକ ଦେଇଥିଲେ। ଶିପ୍ରା ପଥ୍ ପୋଲିସ୍ ଷ୍ଟେସନ ରିଦ୍ଧି ସିଦ୍ଧ ପାର୍କ କ୍ଲାସିକ୍ ହୋଟେଲରେ ପହଞ୍ଚି ଆଇଆଇଟି ବାବାଙ୍କୁ ଅଟକ ରଖିଥିଲା।

ବାବାଙ୍କଠାରୁ ଗଞ୍ଜେଇ ମଧ୍ୟ ଜବତ କରାଯାଇଛି। NDPS ଅଧିନିୟମ ଅନୁଯାୟୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ଜୟପୁର ପୋଲିସ ଅଭୟ ସିଂଙ୍କୁ ଜେରା କରିଛି।

Breaking News Rajasthan News
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସୁନାଖଳା ମହୋତ୍ସବ “କାଉଁରୀ–୨୦୨୫” ର ଉଦଯାପନୀ ସନ୍ଧ୍ୟା

December 12, 2025

ଇକୋ ରିଟ୍ରିଟ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

December 12, 2025

ରାଜ୍ୟ ପାଇଁ ଗୌରବ: ଦ. ଆଫ୍ରିକାରେ ରୌପ୍ୟ ପଦକ ଜିତିଲେ ନାକଟିଦେଉଳର ଅମୀୟ

December 12, 2025

୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

December 12, 2025
Latest News

ରାଜସୁନାଖଳା ମହୋତ୍ସବ “କାଉଁରୀ–୨୦୨୫” ର ଉଦଯାପନୀ ସନ୍ଧ୍ୟା

December 12, 2025

ଇକୋ ରିଟ୍ରିଟ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

December 12, 2025

ରାଜ୍ୟ ପାଇଁ ଗୌରବ: ଦ. ଆଫ୍ରିକାରେ ରୌପ୍ୟ ପଦକ ଜିତିଲେ ନାକଟିଦେଉଳର ଅମୀୟ

December 12, 2025

୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

December 12, 2025

ଭାରତର ଜନଗଣନା 2027 ପରିଚାଳନା ଯୋଜନାକୁ କ୍ୟାବିନେଟ ମଞ୍ଜୁରି

December 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.