Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚୋରି ଅଳଙ୍କାର ଉଦ୍ଧାର, ତିନି ଲୁଟେରାଙ୍କୁ କୋର୍ଟ ଚାଲାଣ
ଅପରାଧ

ଚୋରି ଅଳଙ୍କାର ଉଦ୍ଧାର, ତିନି ଲୁଟେରାଙ୍କୁ କୋର୍ଟ ଚାଲାଣ

March 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗିରଫ
ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ୨୨ ତାରିଖ ଭୋର୍ ସକାଳେ ନୀଳକଣ୍ଠ ନଗର ହାଉସିଂ ବୋର୍ଡ କଲୋନୀ ଅଞ୍ଚଳର କେ ରଜନୀ ନାମ୍ନୀ ଜନୈକା ବୃଦ୍ଧା ମହିଳା ପ୍ରାତଃ ଭ୍ରମଣ କରୁଥିବାବେଳେ ଶିବାଶକ୍ତି ସିନେମା ହଲ ଛକରେ ତିନି ଯୁବକ ମୋଟରସାଇକେଲରେ ଆସି ସେ ପିନ୍ଧିଥିବା ଦୁଇଟି ସୁନା ଚେନ ଝାମ୍ପି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଏହି ଭଳି ଘଟଣାର ଶୀକାର ମହିଳା ଜଣଙ୍କ ବଡ଼ବଜାର ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ଅଭିଯୋଗ ଗ୍ରହଣ କରି ମାମଲାର ତଦନ୍ତ କରି ନିକଟସ୍ଥ ସିସିଟିଭି କ୍ୟାମେରା ଫୁଟେଜକୁ ଆଧାର କରି ଅନୁସନ୍ଧାନ ଚଳାଇ ଟାଉନ ଥାନା ଅଞ୍ଚଳର ସେଖ୍ ଜାହିଦ୍ ଓ ସେଖ ବାବୁ ନାମକ ଦୁଇ ଯୁବକକୁ ଅଟକ ରଖିଥିଲା। ଜେରା କରିବା ବେଳେ ସେମାନଙ୍କ ଠାରୁ ପୋଲିସ ସୁନା ଚେନ ଜବତ କରିଥିଲା ଓ ସହଯୋଗ କରିଥିବା ଜଣେ ନାବାଳକକୁ ସ୍ବତନ୍ତ୍ର ବାଳ ସୁଧାର ଗୃହକୁ ପଠାଇଥିଲା। ଉକ୍ତ ଦୁଇ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

କୋର୍ଟ ଚାଲାଣ ନୀଳକଣ୍ଠ ନଗର
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Latest News

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.