Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖଣ୍ଡା ଚୋଟରେ ନାବାଳକ ଗୁରୁତର, ଅଭିଯୁକ୍ତ ଯୁବକ ଅଟକ
ଅପରାଧ

ଖଣ୍ଡା ଚୋଟରେ ନାବାଳକ ଗୁରୁତର, ଅଭିଯୁକ୍ତ ଯୁବକ ଅଟକ

April 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୁଣି ବଡ଼ବଜାର ଥାନା ଅଞ୍ଚଳରେ ବୁଲିଲା ଖଣ୍ଡା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସ୍ଥାନୀୟ ଭେଙ୍କେଟେଶ୍ୱର ମନ୍ଦିର ନିକଟସ୍ଥରେ ଜଣେ ନାବାଳକକୁ ଖଣ୍ଡାରେ ଆକ୍ରମଣ ହୋଇଛି। ଖଣ୍ଡା ଚୋଟରେ ସମ୍ପୃକ ନାବାଳକଙ୍କ ହାତ ପାପୁଲିରେ ଗଭୀର ଆଘାତ ଲାଗିଛି। ପରିବାର ଲୋକେ ଆହତ ନାବାଳକକୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ କୌଣସି ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ବାବା ଶଙ୍କର ସରଫ ଘଟଣାର ତନାଘନା କରି ସଂପୃକ୍ତ ଆକ୍ରମଣକାରୀକୁ ପୋଲିସ କାବୁ କରିଛନ୍ତି ଓ ଆକ୍ରମଣକାରୀ ଜଣକ ଗୁଣ୍ଡୁ ବେହେରା ବୋଲି ଜଣାପଡିଛି।

ଖଣ୍ଡା ଚୋଟ ନାବାଳକ ଗୁରୁତର ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.