Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଯୁବକକୁ ୪ ବର୍ଷ ଜେଲଦଣ୍ଡ
ଅପରାଧ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଯୁବକକୁ ୪ ବର୍ଷ ଜେଲଦଣ୍ଡ

April 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜୀବନ କାରାଦଣ୍ଡ
ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅଞ୍ଚଳର ମନୋଜ ନାୟକ ନାମକ ଜଣେ ଯୁବକକୁ ନାବାଳିକା ଦୁଷ୍କର୍ମ ମାମଲାରେ ସ୍ବତନ୍ତ୍ର ପୋକ୍ସ ଅଦାଲତ ଜଜ୍ ଗଣେଶ୍ୱର ପତି ୪ ବର୍ଷ ଜେଲଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ ଆଉ ୬ ମାସ ଜେଲଦଣ୍ଡ ପାଇଁ ଜଜ୍ ମହାଶୟ ରାୟ ପ୍ରକାଶ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଗତ ୨୦୨୧ ଅଗଷ୍ଟ ମାସରେ ଅଭିଯୁକ୍ତ ମନୋଜ ଜନୈକା ନାବାଳିକାକୁ ଦୁଷ୍କର୍ମ ଓ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ଦିଗପହଣ୍ଡି ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାନ୍ୟବର ଅଦାଲତ ୮ ଜଣଙ୍କ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଏହି କାରାଦଣ୍ଡ ଆଦେଶ ଶୁଣାଇଛନ୍ତି ଓ ଅନ୍ୟ ପକ୍ଷରେ ପୀଡିତା ନାବାଳିକାକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।

ଜେଲଦଣ୍ଡ ଦିଗପହଣ୍ଡି ଥାନା ନାବାଳିକା ଦୁଷ୍କର୍ମ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Latest News

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.