Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କିନ୍ନର ଆତ୍ମହତ୍ୟା ମାମଲା: ପ୍ରେମିକ ଗିରଫ
ଅପରାଧ

କିନ୍ନର ଆତ୍ମହତ୍ୟା ମାମଲା: ପ୍ରେମିକ ଗିରଫ

April 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅର୍ନ୍ତଗତ ଫାସିଗୁଡା ବସା ଘରେ ଗତ ଶନିବାର ଭୋର୍ ସକାଳେ ଅଜିତ ବିଷୋୟୀ ନାମକ ଜଣେ କିନ୍ନର ଆତ୍ମହତ୍ୟା କରିଥିଲେ। ଏହି ବିଷୟରେ କିନ୍ନର ଅଜିତଙ୍କ ବାପା ନିଜ ସନ୍ତାନର ମୃତ୍ୟୁକୁ ନେଇ ସନ୍ଦେହ ପ୍ରକଟ କରି ଦିଗପହଣ୍ଡି ଥାନାରେ ଏକ ମାମଲା ରୁଜୁ କରିଥିଲେ।

ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର ଅଭିଯୋଗ ଗ୍ରହଣ କରି ମାମଲାର ତଦନ୍ତ କରି ଜାଣିବାକୁ ପାଇଲେ ଯେ, ମୃତ କିନ୍ନର ଜଣଙ୍କ ମାନସିକ ଭାରସାମ୍ୟ ହରାଇ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି। ଘଟଣାର ତଦନ୍ତ ଆଧାରରେ ଜଣାପଡିଛି ଯେ, ମୃତ କିନ୍ନର ଓ ଦିଗପହଣ୍ଡି କାଳିଆ ନଗର ବାସିନ୍ଦା ଉମେଶ ମହାରଣା ଓରଫ୍ ବବୁଲ୍ ସହ ପ୍ରେମ ସମ୍ପର୍କ ରହିଥିଲା ଓ ଉଭୟେ ବ୍ରହ୍ମପୁର ଗାନ୍ଧୀନଗର ୧୦ ଗଳିରେ ଏକ ଭଡ଼ା ଘରେ ରହୁଥିଲେ। ଉଭୟେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରି ଅର୍ଥ ରୋଜଗାର କରୁଥିଲେ।

କିନ୍ତୁ ବାବୁଲ୍ ର ଅର୍ଥ ଅଭାବ ପାଇଁ ମୃତ କିନ୍ନର ସହ ତା’ର ଅନେକ ଥର ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ଏହି ଭଳି ବାରମ୍ବାର ଅର୍ଥ ଜନିତ ଆକ୍ରମଣର ଶୀକାର ହୋଇ ଅଜିତ୍ ଶେଷରେ ଏହି ଭଳି ଆତ୍ମହତ୍ୟା ନିଷ୍ପତ୍ତି ନେଇଥିବା ଗଭୀର ଅନୁସନ୍ଧାନରୁ ଜଣାପଡିବା ପରେ ଦିଗପହଣ୍ଡି ଥାନା ପୋଲିସ୍ ଅଭିଯୁକ୍ତ ବବୁଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଦିଗପହଣ୍ଡି ଥାନା ପ୍ରେମିକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026
Latest News

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.