Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମଦ ବ୍ୟବସାୟକୁ ନେଇ ହିଂସା!: ଖଣ୍ଡା ଚୋଟରେ ଯୁବକର ପାପୁଲି ଛିଣ୍ଡିଲା
ଅପରାଧ

ମଦ ବ୍ୟବସାୟକୁ ନେଇ ହିଂସା!: ଖଣ୍ଡା ଚୋଟରେ ଯୁବକର ପାପୁଲି ଛିଣ୍ଡିଲା

April 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କବିସୂର୍ଯ୍ୟନଗର ଥାନା
ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ସାନ ଉସ୍ତାପଡା ଗ୍ରାମରେ ଏକ ବରଯାତ୍ରୀ ଶୋଭାଯାତ୍ରାରେ କିଛି ଯୁବକ ହଠାତ୍ ବଣ୍ଟି ପ୍ରଧାନ ନାମକ ଜଣେ ଯୁବକକୁ ଆତର୍କିତ ଭାବେ ଆକ୍ରମଣ କରିଥିଲେ। ଯାହା ଫଳରେ ବଣ୍ଟିର ଗୋଟିଏ ହାତରେ ଗଭୀର ଆଘାତ ଲାଗି ହାତ ପାପୁଲିଟି ଝୁଲୁଥିବା ଅବସ୍ଥାରେ ତାକୁ ପ୍ରଥମେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ଆହତ ବଣ୍ଟି ସହିତ ଦୁଇ ଦିନ ପୂର୍ବରୁ ଆକ୍ରମଣକାରି ଯୁବକ ମାନଙ୍କ ସହ ବଚସା ହୋଇଥିଲା ଓ ବର୍ତ୍ତମାନ ଉକ୍ତ ଯୁବକ ମାନେ ହିଁ ଏହି ଆକ୍ରମଣ କରିଛନ୍ତି ବୋଲି ବଣ୍ଟିର ପରିବାର ଲୋକେ କହିଛନ୍ତି। ଏହି ଆକ୍ରମଣ ଘଟଣା ପୁର୍ବ ଶତୃତା ଓ ମଦ ବ୍ୟବସାୟକୁ ନେଇ ଘଟିଛି ବୋଲି ସ୍ଥାନୀୟ ଲୋକଙ୍କଠାରୁ ଶୁଣିବାକୁ ମିଳିଛି।

ଖବର ପାଇ କବିସୂର୍ଯ୍ୟ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ତଦନ୍ତ ଆରମ୍ଭ କରିଛନ୍ତି।

କବିସୂର୍ଯ୍ୟ ନଗର ଥାନା ଖଣ୍ଡା ଚୋଟ
Share. Facebook Twitter LinkedIn Email WhatsApp Copy Link

Related Posts

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Latest News

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.