Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜେଲ୍ ଫେରନ୍ତା ଦୁଇ ଭାଇଙ୍କୁ ହତ୍ୟା: ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର
ଅପରାଧ

ଜେଲ୍ ଫେରନ୍ତା ଦୁଇ ଭାଇଙ୍କୁ ହତ୍ୟା: ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର

April 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଗୁନିଆ ପଡ଼ା ଥାନା ଅର୍ନ୍ତଗତ ଶାଳବଣ ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଦୁଇ ଭାଇଙ୍କ ମୃତ ଦେହକୁ ବେଗୁନିଆପଡ଼ା ଥାନା ପୋଲିସ୍ ଉଦ୍ଧାର କରିଛି।

ସୁଚନା ଥାଉକି ମୃତ ଦୁଇ ଭାଇ ସୁମଣ୍ଡଳ ଗ୍ରାମର ସଞ୍ଜୟ ବାରିକ ଓ ଅଜୟ ବାରିକ ପୁର୍ବରୁ କିଛି ମକଦ୍ଦମାରେ ଜଡିତ ହୋଇ ଜେଲ ଯାଇ ଜାମିନରେ ଆସି ପୁଣି ଆତଙ୍କ ସୃଷ୍ଟି କରୁଥିଲେ। ଏହିଭଳି ପରିସ୍ଥିତିରେ ପୁର୍ବ ଶତୃତାକୁ ନେଇ ଉକ୍ତ ଦୁଇ ଭାଇକୁ ହତ୍ୟା କରି ଜାଳିଦେବା ପାଇଁ ଦୁର୍ବୃତ୍ତ ମାନେ ଦୁଇ ଭାଇକୁ ନିଆଁ ଲଗାଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି।

ଜଙ୍ଗଲ ରାସ୍ତାରେ ଦୁଇ ଭାଇଙ୍କ ମୃତ ଦେହ ଦେଖି ପୋଲିସକୁ ସୁଚନା ଦିଆଯାଇଥିଲା। ଖବର ପାଇ ବେଗୁନିଆପଡ଼ା ଥାନା ଅଧିକାରୀ ଓ ପୁରୁଷୋତ୍ତମ ପୁର ଏସ୍ ଡି ପି ଓ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ବେଗୁନିଆ ପଡ଼ା ଥାନା ମୃତଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Latest News

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.