Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁରେ ଗୁଳି ଫୁଟାଇ ବେପାରୀଙ୍କୁ ଲୁଟ ଘଟଣା: ୨ ଅଭିଯୁକ୍ତ ଗିରଫ, ୭ କେଜି ରୁପା ଜବତ
ଅପରାଧ

ବାଲୁଗାଁରେ ଗୁଳି ଫୁଟାଇ ବେପାରୀଙ୍କୁ ଲୁଟ ଘଟଣା: ୨ ଅଭିଯୁକ୍ତ ଗିରଫ, ୭ କେଜି ରୁପା ଜବତ

May 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଭୁବନେଶ୍ବର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ନିମିକ୍ଷେତା ଛକରେ ରୂପା ବେପାରୀଙ୍କୁ ଗୁଳି ଫୁଟାଇ ରୂପା ଅଳଙ୍କାର ଲୁଟ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୭ କେଜି ରୂପା, ୨ ଟା ବାଇକ ଜବତ କରିଛି।

ଗିରଫ ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲ୍ଲା ଆସ୍କା ଅଞ୍ଚଳ ର ଏ.ରବି (୩୫) ଓ ମହେଶ ପ୍ରଧାନ (୨୨)। ଅନ୍ୟ ୩ ଫେରାର ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଏସପି ସାଗରିକା ନାଥ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ବାଲୁଗାଁ ଥାନା ଅନ୍ତର୍ଗତ ଉମାକାନ୍ତପୁର ଗ୍ରାମର ପ୍ରହ୍ଲାଦ ନାୟକ ବାଲୁଗାଁ ଏବଂ ଗଞ୍ଜାମ ଖଲିକୋଟ ଅଞ୍ଚଳରେ ଘରକୁ ଘର ବୁଲି ରୂପା ବେପାର କରନ୍ତି। ଗତ ୯ ତାରିଖ ଦିନ ସେ ବାଇକରେ ରୂପା ଅଳଙ୍କାର ଧରି ଖଲିକୋଟ ଯାଉଥିଲେ। ନିମିକ୍ଷେତା ଛକରେ ୫ଜଣ ଦୁର୍ବୃତ୍ତ ୨ ରାଉଣ୍ଡ ଗୁଳି ଫୁଟାଇ ତାଙ୍କ ଠାରୁ ସୁନା ଅଳଙ୍କାର ଲୁଟି ଫେରାର ହୋଇଯାଇଥିଲେ।

ପ୍ରହ୍ଲାଦ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାରେ ବାଲୁଗାଁ ଏସଡିପିଓ, ଥାନା ଅଧିକାରୀ ଏବଂ ସ୍ପେଶାଲ ସ୍କାର୍ଡ ନେଇ ଗଠିତ ଟିମ ଗଞ୍ଜାମ ପୋଲିସ ସହାୟତାରେ ୨ ଅଭିଯୁକ୍ତଙ୍କୁ ଆସ୍କା ଅଞ୍ଚଳରୁ ଧରିଥିଲେ।

ଜାତୀୟ ରାଜପଥ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026
Latest News

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.