Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ଅପରାଧ

ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

May 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନଲାଇନ୍ ଠକେଇ ମାମଲା: ଚୀନ୍‌ରେ ୧୧ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ
ଅନଲାଇନ୍ ଠକେଇ ମାମଲା: ଚୀନ୍‌ରେ ୧୧ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଧରାକୋଟ ଥାନା ଅର୍ନ୍ତଗତ ପୋଡାପଲି ଗ୍ରାମରେ ସିମାଞ୍ଚଳ ପୋଲେଇ ନାମକ ଜଣେ ଯୁବକର ଶବ ଝୁଲୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଯୁବକର ଘର କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ବାଲିଆସିରା ଓ ରୁଣ ଟଙ୍କା ଆଦାୟ ପାଇଁ ଯାଉଛି ବୋଲି ଘରେ କହି ଆସିଥିଲା। କିନ୍ତୁ ଗତକାଲି ପୋଡାପଲି ଗ୍ରାମର ପଙ୍କଜ ପ୍ରଧାନ ନାମ୍ନୀ ଜଣେ ମହିଳା ସିମାଞ୍ଚଳ ଆତ୍ମହତ୍ୟା କରିଥିବା ପରିବାର ଲୋକଙ୍କୁ ଜଣାଥିଲା ଓ ତା’ର ସାନଭାଇ ବାଲିଆସିରା ଗ୍ରାମରୁ ଆସି ସିମାଞ୍ଚକୁ ଝୁଲୁଥିବା ଅବସ୍ଥାରେ ଦେଖି ପୋଲିସକୁ ଖବର ଜଣାଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଥିଲାବେଳେ ମୃତକର ଭାଇ ସିମାଞ୍ଚଳକୁ ହତ୍ୟା କରି ଝୁଲାଇ ଦିଆଯାଇଛି ବୋଲି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଗ୍ରହଣ କରି ୩/୨୦୨୫ ଅନୁଯାୟୀ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

କବିସୂର୍ଯ୍ୟ ନଗର ଧରାକୋଟ ଥାନା ହତ୍ୟା ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.