Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜେଲ୍ ଫେରନ୍ତା ଯୁବକକୁ ମରଣାନ୍ତକ ଆକ୍ରମଣ, ମୃତ ଘୋଷଣା କଲେ ଡ଼ାକ୍ତର
ଅପରାଧ

ଜେଲ୍ ଫେରନ୍ତା ଯୁବକକୁ ମରଣାନ୍ତକ ଆକ୍ରମଣ, ମୃତ ଘୋଷଣା କଲେ ଡ଼ାକ୍ତର

June 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ଜଗବନ୍ଧୁ ସାହିର ବିଦ୍ୟାଧର ପାଣିଗ୍ରାହୀ ନାମକ ଜଣେ ଯୁବକକୁ ମାଣାନ୍ତକ ଆକ୍ରମଣ କରାଯାଇଛି। ଯେଉଁଥିରେ ଯୁବକଙ୍କୁ ହସ୍ପିଟାଲରେ ମୃତ୍ୟୁ ଘଟିଛି। ମୃତ ବିଦ୍ୟାଧର ଗତକାଲି ରାତିରେ ବ୍ରହ୍ମପୁର ଷ୍ଟେସନରୁ ନିଜ ସାଙ୍ଗ ସହ ଘରକୁ ଫେରୁଥିବା ବେଳେ ପ୍ରାୟ ୬ ଜଣ ଦୁବୃର୍ତ୍ତ ବିଦ୍ୟାଧରଙ୍କୁ ସାନବଜାର ଛକରୁ ଉଠାଇ ନେଇ ଜଗବନ୍ଧୁ ସାହି ଆପର୍ଟମେଣ୍ଟ ପାଖରେ ମରଣାନ୍ତକ ଆକ୍ରମଣ କରିଥିଲେ।

ସେ ଗୁରୁତର ହୋଇ ବ୍ରହ୍ମପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ଡ଼ାକ୍ତର ବିଦ୍ୟାଧରଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କରି ବିଦ୍ୟାଧରଙ୍କୁ ହତ୍ୟା କରାଯାଇଛି। ବଡ଼ ବଜାର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ହୋଇଥିବା ସନ୍ଦେହ କରୁଛି। ଏହି ହତ୍ୟା ଘଟଣା କିଛି ପୁର୍ବ ଶତୃତା କୁ ନେଇ ବୋଲି ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।

BJP Ads
ବଡ଼ବଜାର ଥାନା ମରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
BJP Ads
Latest News

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.