Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗୋପାଳପୁର ଗଣଦୁଷ୍କର୍ମ ଘଟଣା: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ
ଅପରାଧ

ଗୋପାଳପୁର ଗଣଦୁଷ୍କର୍ମ ଘଟଣା: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ

June 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗୋପାଳପୁର ଗଣଦୁଷ୍କର୍ମ ଘଟଣା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସରେ ସେ ଏକ ପୋଷ୍ଟରେ ଲେଖିଛନ୍ତି, ଘଟଣାକୁ ନେଇ ସେ ଗଭୀର ମର୍ମାହତ। ଏ ସମ୍ପର୍କରେ ଜିଲ୍ଲା ଏସ୍‌ପିଙ୍କ ସହିତ ଆଲୋଚନା କରି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେଥିପାଇଁ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି।

ସେହିପରି ରାଜ୍ୟ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ମଧ୍ୟ ଏହି ଘଟଣା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୁଲିସର ତ୍ବରିତ କାର୍ଯ୍ୟାନୁଷ୍ଠାନ ଯୋଗୁ ସମସ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି ଏବଂ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଗିରଫ ସମସ୍ତ ଅଭିଯୁକ୍ତ ହିଞ୍ଜିଳିକାଟୁ ଅଞ୍ଚଳର ବୋଲି ଜଣାପଡିଛି।

ଉପମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ ଗୋପାଳପୁର ପ୍ରଭାତୀ ପରିଡା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

January 9, 2026

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026
Latest News

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ହିମାଚଳରେ ବଡ଼ ଦୁର୍ଘଟଣା: ଖାଇକୁ ଖସିଲା ବସ୍, ୮ ମୃତ, ଅନେକ ଆହତ

January 9, 2026

କାମ୍ପା-ସିଓର ପ୍ୟାକେଜ୍ ପାଣି ପାଇଁ ଅମିତାଭ ବଚ୍ଚନ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

January 9, 2026

“କାହାର ଚାପରେ ପରିବର୍ତ୍ତନ ହେବ ନାହିଁ ଶକ୍ତି ନୀତି”: ଟ୍ରମ୍ପଙ୍କ ୫୦୦% ଶୁଳ୍କ ବିଲ୍ ଉପରେ ଭାରତର ଜବାବ

January 9, 2026

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.