Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର, ୩ ଅଭିଯୁକ୍ତ କୋର୍ଟ ଚାଲାଣ
ଅପରାଧ

ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର, ୩ ଅଭିଯୁକ୍ତ କୋର୍ଟ ଚାଲାଣ

June 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗାଙ୍ଗପୁର ଥାନା ଅର୍ନ୍ତଗତ କ୍ଷତ୍ରିୟବରପୁର ଗ୍ରାମର ଶିବଶଙ୍କର ସେଠୀ ନାମକ ଜଣେ ଯୁବକ କୁ ୩ ଜଣ ଯୁବକ କାତି ରେ ଆକ୍ରମଣ କରିଥିଲେ। ଯାହା ଫଳରେ ଜୀବନ ବଞ୍ଚାଇବା ପାଇଁ ଗୁରୁତର ଅବସ୍ଥାରେ ଯୁବକ ଜଣକ ମୁଖ୍ୟ ରାସ୍ତାକୁ ଦୌଡ଼ି ପଳାଇଥିଲା ଓ ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ଯୋଗେ ତାକୁ ଭଞ୍ଜନଗର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ତା’ର ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ସୁଚନା ଥାଊକି ଅଭିଯୁକ୍ତ ସତ୍ୟଜିତ ପାଣିଗ୍ରାହୀ, ସନ୍ତୋଷ ସାହୁ,ଜିଲୁ ଗୌଡ ଓ ଶିବଶଙ୍କର ସେଠୀ ନିକଟସ୍ଥ ଏକ କାଜୁ ଜଙ୍ଗଲରେ ମଦ ପିଇଥିଲେ ଓ କୌଣସି କଥା କୁ ଶିବ ସହିତ ୩ ଜଣଙ୍କର ଉଚ୍ଚବାଚ ହୋଇଥିଲା। ପରବର୍ତ୍ତୀ ସମୟରେ ଉକ୍ତ ଅଭିଯୁକ୍ତ ଯୁବକ ମାନେ କାତି ଓ ବିଭିନ୍ନ ମାରଣାସ୍ତ୍ର ରେ ଶିବକୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଥିବା ଶିବଶଙ୍କର କୁ ଭେଟି ଗାଙ୍ଗପୁର ଥାନା ପୋଲିସ୍ ଏସ୍ ଆଇ ଆର୍ତ୍ତତ୍ରାଣ ଦାନୀ ଅଭିଯୋଗ ଗ୍ରହଣ କରି ମାମଲା ନଂ ୪୧୮/୨୫ ଅନୁଯାୟୀ ଏକ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ମାନଙ୍କୁ ଉଠାଇ ନେଇ ଥାନା ରେ ରଖି ଜେରା କରିବା ପରେ କୋର୍ଟ ଚାଲାଣ କରିଛନ୍ତି।

ଗାଙ୍ଗପୁର ଥାନା ଯୁବକ ଗୁରୁତର ସଂଘବଦ୍ଧ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.