Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକା: ଦେଶୀମଦ ଓ ଆସ୍କା ଫର୍ଟି ଜବତ, ୨ ଗିରଫ
ଅପରାଧ

ଚିଲିକା: ଦେଶୀମଦ ଓ ଆସ୍କା ଫର୍ଟି ଜବତ, ୨ ଗିରଫ

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱବଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଲୁଗାଁ ଓ ନାଚୁଣି ଥାନା ଅଞ୍ଚଳରେ ଚଢ଼ାଉ କରି ୪୦ ଲିଟର ଦେଶୀମଦ ଓ ୧୦ ଲିଟର ଆସ୍କା ଫର୍ଟି ଜବତ କରିବାସହ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଲେ ବଉଳାବନ୍ଧ ଗ୍ରାମର କାହ୍ନୁ ବେହେରା (୪୪) ଓ ବିଷ୍ଣୁଡିହ ଗ୍ରାମର ଭିକାରୀ ବେହେରା (୬୦)।ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୮୪/୨୫-୨୬ ଓ ୮୫/୨୫-୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।

ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ମୀନକେତନ ମହାଳିକ, କନେଷ୍ଟବଳ ମନୋଜ କୁମାର ଜୟସିଂ, ରଞ୍ଜିତ ପଟେଲ, ସୁନିତା ମହାରଣା, ନିରଞ୍ଜନ ପରିଡା, କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଚିଲିକା ଦେଶୀମଦ ନାଚୁଣି ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

Delhi Car Blast Update: କାର ବିସ୍ପୋରଣର ମାମଲାରେ ମିଳିଲା ଓଡିଶା ଲିଙ୍କ,ହେପାଜତରେ ୪ ସନ୍ଦିଗ୍ଧ

November 12, 2025

CBI Inquiry: ପୋଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି, ସିବିଆଇ ତଦନ୍ତ ପାଇଁ କେନ୍ଦ୍ରର ଅନୁମତି

November 11, 2025

ଜାତୀୟ ସେବା ଯୋଜନା ପକ୍ଷରୁ ପୋଷ୍ୟଗ୍ରାମରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ

November 11, 2025

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025
Latest News

ଜନଜାତିଙ୍କ ଜୀବିକାରେ ଉନ୍ନତି ପାଇଁ କୃଷି-ସହଯୋଗୀ କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

November 12, 2025

ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାକୁ ନେଇ କେନ୍ଦ୍ର କ୍ୟାବିନେଟରେ ପ୍ରସ୍ତାବ ଗୃହୀତ

November 12, 2025

ବାଲିଯାତ୍ରାରେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ସିବିସିର “ମଲ୍ଟିମିଡିଆ ପ୍ରଦର୍ଶନୀ”

November 12, 2025

Delhi Car Blast Update: କାର ବିସ୍ପୋରଣର ମାମଲାରେ ମିଳିଲା ଓଡିଶା ଲିଙ୍କ,ହେପାଜତରେ ୪ ସନ୍ଦିଗ୍ଧ

November 12, 2025

ତିନୋଟି ଔଷଧକୁ ତିନି ବର୍ଷ ପାଇଁ କଳା ତାଲିକାଭୁକ୍ତ କଲା CGMSC 

November 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.