Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକା: ଦେଶୀମଦ ଓ ଆସ୍କା ଫର୍ଟି ଜବତ, ୨ ଗିରଫ
ଅପରାଧ

ଚିଲିକା: ଦେଶୀମଦ ଓ ଆସ୍କା ଫର୍ଟି ଜବତ, ୨ ଗିରଫ

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱବଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଲୁଗାଁ ଓ ନାଚୁଣି ଥାନା ଅଞ୍ଚଳରେ ଚଢ଼ାଉ କରି ୪୦ ଲିଟର ଦେଶୀମଦ ଓ ୧୦ ଲିଟର ଆସ୍କା ଫର୍ଟି ଜବତ କରିବାସହ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଲେ ବଉଳାବନ୍ଧ ଗ୍ରାମର କାହ୍ନୁ ବେହେରା (୪୪) ଓ ବିଷ୍ଣୁଡିହ ଗ୍ରାମର ଭିକାରୀ ବେହେରା (୬୦)।ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୮୪/୨୫-୨୬ ଓ ୮୫/୨୫-୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।

ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ମୀନକେତନ ମହାଳିକ, କନେଷ୍ଟବଳ ମନୋଜ କୁମାର ଜୟସିଂ, ରଞ୍ଜିତ ପଟେଲ, ସୁନିତା ମହାରଣା, ନିରଞ୍ଜନ ପରିଡା, କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଚିଲିକା ଦେଶୀମଦ ନାଚୁଣି ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026
Latest News

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.