Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାଳକର ମୃତ୍ୟୁ: ପଡୋଶୀଙ୍କୁ ଉଠାଇନେଲା ପୋଲିସ
ଅପରାଧ

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାଳକର ମୃତ୍ୟୁ: ପଡୋଶୀଙ୍କୁ ଉଠାଇନେଲା ପୋଲିସ

July 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୋଲସରା ଥାନା ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମରେ ଏକ ଅଘଟଣ ଘଟି ଜଣେ ବାଳକ ମୃତ୍ୟୁ ବରଣ କରିଛି। ଘଟଣାରୁ ପ୍ରକାଶ ଯେ, ମୃତ ବାଳକ ତନ୍ମୟ ସାହୁ ନିଜ ଘର ବାରିପଟେ ବୁଲୁଥିବା ବେଳେ ପଡ଼ୋଶୀ ସୁଶାନ୍ତ ସାହୁ ବାରିପଟେ ଥିବା ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ଗାଁ ଲୋକେ ସୁଶାନ୍ତ ଘର ଦାଣ୍ଡରେ ମେଳି ହୋଇ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଥିଲା।

ଖବର ପାଇ ପୋଲସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ତନ୍ମୟର ମୃତ ଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏବଂ ସୁଶାନ୍ତ ଓ ତାଙ୍କ ସ୍ତ୍ରୀଙ୍କୁ ଥାନାରେ ଜେରା କରାଯାଉଛି। ଗାଁ ଲୋକଙ୍କୁ ପୋଲିସ ବୁଝାଇ ଘଟଣାକୁ ଆୟତ୍ତ କରିଛନ୍ତି।

ପୋଲସରା ଥାନା ବାଳକର ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.