Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି
ଅପରାଧ

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
hinjili police
ପୁଅ ବାହାଘର ଭୋଜି ପୁର୍ବରୁ ଗାଡ଼ି ଧକ୍କାରେ ପିତାଙ୍କର ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ଘୋଡାହାଡ କେନାଲ ନିକଟରେ ଥିବା ଶ୍ମଶାନରେ କୌଣସି ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ଶବକୁ ପୋଲିସ ଉଦ୍ଧାର କରିଛି। ସୁଚନା ଅନୁଯାୟୀ ହିଞ୍ଜିଳି ପୌରସଂସ୍ଥାରେ ନବ ନିଯୁକ୍ତ ପୌର ନିର୍ବାହୀ ଅଧିକାରୀ ଉକ୍ତ ଶ୍ମଶାନର ଉନ୍ନୟନମୂଳକ କାର୍ଯ୍ୟ ଅନୁଧ୍ୟାନ ପାଇଁ ଯାଇଥିବା ବେଳେ ଜଣେ ଅର୍ଦ୍ଧଦଗ୍ଧ ମୃତ ଶରୀର ପଡ଼ିଥିବା ଦେଖି ପୋଲିସକୁ ଖବର ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଶବ ନିକଟରେ କିଛି ପିନ୍ଧା ଲୁଗା ପଡ଼ିଥିବାର ଦେଖିଛି।

ପରେ ପୋଲିସ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଅଜଣା ବ୍ୟକ୍ତି ଜଣକ ଆତ୍ମହତ୍ୟା କରିଛି ନା ତାକୁ ହତ୍ୟା କରି ଏହି ସ୍ଥାନରେ ଫୋପାଡି ଦାଆ ଯାଇଛି, ତାହା ସନ୍ଦେହ ଘେରରେ ଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସଠିକ ଜଣାପଡ଼ିବ ବୋଲି ଥାନା ଅଧିକାରୀ ସୁଚନା ପ୍ରଦାନ କରିଛନ୍ତି।

ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.