Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନ୍ସ ଜାଲରେ ବିଏମସି ନିର୍ବାହୀ ଯନ୍ତ୍ରୀ: ଭୁବନେଶ୍ଵର ସମେତ ଏକକାଳୀନ ୪ ଟି ସ୍ଥାନରେ ଚାଲିଛି ଚଢାଉ
ଆଜିର ଖବର

ଭିଜିଲାନ୍ସ ଜାଲରେ ବିଏମସି ନିର୍ବାହୀ ଯନ୍ତ୍ରୀ: ଭୁବନେଶ୍ଵର ସମେତ ଏକକାଳୀନ ୪ ଟି ସ୍ଥାନରେ ଚାଲିଛି ଚଢାଉ

July 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ସକାଳୁ ଭିଜିଲାନ୍ସ ଅଧିକାରୀମାନେ ଭୁବନେଶ୍ବର ମହାନଗର ନିଗମର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଚଢାଉ କରିଛନ୍ତି। ଏକକାଳୀନ ତାଙ୍କର ୪ଟି ସ୍ଥାନରେ ଏହି ଚଢାଉ ଚାଲିଛି। ତାଙ୍କର ଆୟବର୍ହିଭୂତ ସଂପତ୍ତି ଥିବା ଅଭିଯୋଗ ନେଇ ଏହି ଚଢାଉ କରାଯାଇଛି। ଉକ୍ତ ଚଢାଉରେ ୬ ଜଣ ଡିଏସପି, ୧୦ ଜଣ ଇନିସପେକ୍ଟର ଏବଂ ଅନ୍ୟ ସହାୟକ ଅଧିକାରୀମାନେ ସାମିଲ ହୋଇଛନ୍ତି।

ଶ୍ରୀ ପଟ୍ଟନାୟକଙ୍କ ଭୁବନେଶ୍ଵର ବଡଗଡସ୍ଥିତ ତିନି ମହଲା ଘର, ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ତହସିଲ ଅନ୍ତର୍ଗତ ରଣପୁର ମୌଜାର ଫାର୍ମ ହାଉସ, ରାୟଗଡା ଜିଲ୍ଲା ଗୁଣୁପୁରରେ ତାଙ୍କର ପୌତ୍ରିକ ଘର ଏବଂ ବିଏମସି ଅଫିସରେ ଚଢାଉ ଚାଲିଛି। ଚଢାଉ ଜାରୀ ରହିଥିବାରୁ ଏ ପର୍ଯ୍ୟନ୍ତ ତାଙ୍କର ଆୟବର୍ହିଭୂତ ସଂପତ୍ତି ଆକଳନ କରାଯାଇ ନାହିଁ।

ଭିଜିଲାନ୍‌ସ ଚଢ଼ାଉ ଭୁବନେଶ୍ବର ମହାନଗର ନିଗମ
Share. Facebook Twitter LinkedIn Email WhatsApp Copy Link

Related Posts

ନିଶା ମୁକ୍ତ ଭାରତ ଗଠନ ଲକ୍ଷ୍ୟ ନେଇ ବିଜେପି ପକ୍ଷରୁ ନମୋ ଯୁବ ଗଣଦୌଡ଼

September 9, 2025

ଟାଇମ୍ସ ବିଜିନେସ୍ ଆୱାର୍ଡ ବିହାରରେ ସୋଆ ଏବଂ ଆଇଟିିଇଆର ସମ୍ମାନିତ

September 9, 2025

ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ବାକ୍ଷରିତ

September 9, 2025

ଆମ୍ ଆଦ୍‌ମୀ ପାର୍ଟି ଓଡ଼ିଶା ରାଜ୍ୟ ସାମାଜିକ ଗଣମାଧ୍ୟମ ସମ୍ମିଳନୀ

September 9, 2025
Latest News

ନିଶା ମୁକ୍ତ ଭାରତ ଗଠନ ଲକ୍ଷ୍ୟ ନେଇ ବିଜେପି ପକ୍ଷରୁ ନମୋ ଯୁବ ଗଣଦୌଡ଼

September 9, 2025

ଟାଇମ୍ସ ବିଜିନେସ୍ ଆୱାର୍ଡ ବିହାରରେ ସୋଆ ଏବଂ ଆଇଟିିଇଆର ସମ୍ମାନିତ

September 9, 2025

ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ବାକ୍ଷରିତ

September 9, 2025

ଆମ୍ ଆଦ୍‌ମୀ ପାର୍ଟି ଓଡ଼ିଶା ରାଜ୍ୟ ସାମାଜିକ ଗଣମାଧ୍ୟମ ସମ୍ମିଳନୀ

September 9, 2025

ସେପ୍ଟେମ୍ବର ୯ ତାରିଖ: ମଙ୍ଗଳବାର ଦିନ କେମିତି ରହିବ ଆପଣଙ୍କର ଭାଗ୍ୟ, ପଢନ୍ତୁ ଆଜିର ରାଶିଫଳ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.