Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବୋମା ଓ ଗୁଳି ମାଡ଼ରେ ଦାଦା ପୁତୁରା ଗୁରୁତର ଆହତ
ଅପରାଧ

ବୋମା ଓ ଗୁଳି ମାଡ଼ରେ ଦାଦା ପୁତୁରା ଗୁରୁତର ଆହତ

July 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ସୁନାନ୍ତର ଗ୍ରାମର ସରପଞ୍ଚଙ୍କ ପିତା ତଥା ପଥର ବ୍ୟବସାୟୀ ନିରଞ୍ଜନ ଯେନା ଘର ନିକଟସ୍ଥ ପୋଖରୀ ହୁଡ଼ାରେ ବସି ଅନ୍ୟ ମାନଙ୍କ ସହ କଥା ହେଉଥିଲା ବେଳେ ହଠାତ୍ ୩ ଟି ମୋଟରସାଇକେଲରେ ୬ ଜଣ ମୁଖା ପିନ୍ଧା ଯୁବକ ଆସି ଅତର୍କିତ ଭାବେ ନିରଞ୍ଜନଙ୍କ ଉପରେ ବୋମାମାଡ କରିଥିଲେ। ବୋମାମାଡ ପରେ ନିରଞ୍ଜନ ଖସି ପଳେଇ ଯିବାକୁ ଚେଷ୍ଟା କରୁଥିବା ବେଳେ ଆକ୍ରମଣକାରୀ ଯୁବକ ମାନେ ତାଙ୍କୁ ଗୁଳି ମାଡ଼ କରିଥିଲେ। ତାଙ୍କର ପିଠି ଓ ଛାତିରେ ଗୁଳି ବାଜିଥିବା ଦେଖି ପୁତୁରା ମାନୁ ଯେନା ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଯୁବକମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ତାକୁ ମଧ୍ୟ ଆକ୍ରମଣ କରି ଯୁବକ ମାନେ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ।

ଏହି ଭଳି ପରିସ୍ଥିତିରେ ଗାଁ ଲୋକେ ଉଭୟଙ୍କୁ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ନିରଞ୍ଜନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଗଞ୍ଜାମ ଏସ୍ ପି, ଆସ୍କା ଏସ୍ ଡି ପି ଓ, ହିଞ୍ଜିଳି ଥାନା ଅଧିକାରୀ ଓ ଶେରଗଡ଼ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି। ପୁର୍ବ ଶତୃତାକୁ ନେଇ ଏହି ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକଙ୍କଠାରୁ ଶୁଣିବାକୁ ମିଳିଛି।

ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.