Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଯୁବକଙ୍କ ଆତଙ୍କରାଜ: ଗାଁରେ ଆତର୍କିତ ଆକ୍ରମଣ, ତିନି ଗୁରୁତର
ଅପରାଧ

ଯୁବକଙ୍କ ଆତଙ୍କରାଜ: ଗାଁରେ ଆତର୍କିତ ଆକ୍ରମଣ, ତିନି ଗୁରୁତର

July 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ବିଳମ୍ବିତ ରାତିରେ ପୁରୁଷୋତ୍ତମ ପୁର ଥାନା ଅର୍ନ୍ତଗତ ହାଣ୍ଡିଘର ଗ୍ରାମର କିଛି ଦୁର୍ଦ୍ଦାନ୍ତ ଯୁବକ ଆତଙ୍କରାଜ ଚଳାଇ ଗାଁ ଲୋକଙ୍କୁ ଭୟଭୀତ କରାଇବା ସହ ତିନି ଜଣ ବ୍ୟକ୍ତିଙ୍କୁ ଆତର୍କିତ ଭାବେ ଆକ୍ରମଣ କରିଥିଲେ। ଯାହା ଫଳରେ ଗ୍ରାମର କାହ୍ନୁ ଚରଣ ମହାନ୍ତି, ଗୋପାଳ ମହାନ୍ତି ଓ ଭାଗିରଥି ମହାନ୍ତି ଗୁରୁତର ଆହତ ହୋଇ ବର୍ତ୍ତମାନ ବିଶାଖାପାଟଣା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଛାନବିନ୍ କରି କିଛି ଅଭିଯୁକ୍ତଙ୍କୁ ବିଭିନ୍ନ ସ୍ଥାନରୁ ଉଠାଇ ଆଣି ଥାନାରେ ରଖି ଜେରା କରୁଛି।

ତିନି ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Latest News

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.