ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସିଭିଲ ଲାଇନ୍ସରେ ଥିବା ତାଙ୍କ ସରକାରୀ ବାସଭବନରେ ଏକ ଜନଶୁଣାଣି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଥିଲା। ବର୍ତ୍ତମାନ ଅଭିଯୁକ୍ତକୁ ହେପାଜତକୁ ନିଆଯାଇଛି। ଆକ୍ରମଣ ଉଦ୍ୟମ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପୋଲିସ ହେପାଜତ ରେଖା ଗୁପ୍ତା
ପର୍ଯ୍ୟଟନ ଭିତ୍ତିଭୂମି ସୁଦୃଢୀକରଣ ମାଧ୍ୟମରେ ପର୍ଯ୍ୟଟନ ଶିଳ୍ପକୁ ବ୍ୟାପକ କରାଯିବ: ପ୍ରଭାତୀ ପରିଡ଼ାNovember 10, 2025