Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚୋରି ହନୁମାନ ଗଦା ଉଦ୍ଧାର, ଦୁଇ ଗିରଫ
ଅପରାଧ

ଚୋରି ହନୁମାନ ଗଦା ଉଦ୍ଧାର, ଦୁଇ ଗିରଫ

September 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ହନୁମାନ ଗଦା
ଚୋରି ହନୁମାନ ଗଦା ଉଦ୍ଧାର, ଦୁଇ ଗିରଫ

ବ୍ରହ୍ମପୁର: (କୈଳାଶ ଚନ୍ଦ୍ର ଚୌଧୁରୀ): ଛତ୍ରପୁର ଥାନା ଅନ୍ତର୍ଗତ ଲଣ୍ଡା ବାଉଁଶ ଗ୍ରାମ ହନୁମାନ ମନ୍ଦିରରେ ଗତ କିଛି ଦିନ ତଳେ କିଛି ଅଳଙ୍କାର ଓ ଧାତୁ ନିର୍ମିତ ଗଦା ଚୋରି ହୋଇଥିଲା ଓ ଗ୍ରାମ କମିଟି ପକ୍ଷରୁ ଛତ୍ରପୁର ଥାନାରେ ଏତଲା ଦାଏର ହୋଇଥିଲା। ଏତଲାକୁ ଭିତ୍ତି କରି ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ଏକ ଟିମ୍ ଗଠନ କରି ଘଟଣାର ଅନୁସନ୍ଧାନ ଚଳାଇ ଚୋରି ହୋଇଥିବା ପ୍ରାୟ ୫ କିଲୋ ଓଜନର ଗଦା ଉଦ୍ଧାର କରିଛନ୍ତି। ଏହା ସହ ଉକ୍ତ ଗ୍ରାମର ସନ୍ତୋଷ ଗୌଡ ଓ ଶିବ ସାହୁ ନାମକ ଦୁଇ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ଛତ୍ରପୁର ଥାନା ଦୁଇ ଗିରଫ ହନୁମାନ ଗଦା ହନୁମାନ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ

September 28, 2025

ବରେଲି ହିଂସା: ମୌଲାନାଙ୍କ ସହଯୋଗୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ୪ ଟି ବିଳାସପୂର୍ଣ୍ଣ ହୋଟେଲ ସିଲ୍

September 28, 2025

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025

ଆଶ୍ରମ ଯୌନ ନିର୍ଯାତନା ମାମଲା: ଅଭିଯୁକ୍ତ ଚୈତନ୍ୟାନନ୍ଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

September 28, 2025
Latest News

ଏସିଆ କପ୍ ହାରିବା ପରେ ପିଓକେରେ ଉତ୍ତେଜନା, ଶାହବାଜ ସରିଫଙ୍କ ବିରୋଧରେ ପ୍ରଦର୍ଶନ

September 29, 2025

ଦକ୍ଷିଣ ଓଡ଼ିଶାର ସ୍ଥାନ ପାଇବ ୧୪ ବରପୁତ୍ରଙ୍କ ପ୍ରତିମୂର୍ତ୍ତି, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

September 29, 2025

ବିହାର ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ: ଏନଡିଏ ନା ଇଣ୍ଡିଆ?, କିଏ ଗଢିବ ସରକାର

September 29, 2025

ପାକିସ୍ତାନ ଦଳର ଆତଙ୍କବାଦୀ ପ୍ରେମ!: ମାସୁଦ ଆଝାରଙ୍କ ପରିବାରକୁ ଦାନ କରିବ ମ୍ୟାଚ୍ ଫିସ୍

September 29, 2025

ବିବାହ ପାଇଁ ରାସ୍ତାରେ ହୋର୍ଡିଂ ଲଗାଇଲେ କନ୍ୟା, ଅନଲାଇନରେ ଆବେଦନ କରିବାକୁ ବରମାନଙ୍କୁ ଆହ୍ବାନ

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.