Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଣେଶ ବିସର୍ଜନ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ
ଅପରାଧ

ଗଣେଶ ବିସର୍ଜନ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ

September 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଣେ ମୃତ
ଗଣେଶ ବିସର୍ଜନ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଗୋଠଗାଁରେ ଗଣେଶ ପୂଜା ବିସର୍ଜନ  ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଗୋଷ୍ଠୀ ସଂଘର୍ଷରେ ଚନ୍ଦନ ବିଷୋୟୀ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଚନ୍ଦନଙ୍କ ଘର ପାଟପୁର ଥାନା ଅନ୍ତର୍ଗତ ପି ଜଗନ୍ନାଥ ପୁର ହୋଇଥିଲା ବେଳେ କଙ୍କୋରଡା ଗ୍ରାମ ମାମୁଁ ଘରେ ରହି ପାଠ ପଢ଼ୁଥିଲା। ଘଟଣା ଦିନ ରାତିରେ ଗଣେଶ ପୂଜା ବିସର୍ଜନ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ କିଛି ସାଙ୍ଗ ସହ ଗୋଠଗାଁ ଯାଇଥିଲା ଓ ସେଠାରେ ସରପଞ୍ଚ ଙ୍କ ଘର ସାମନାରେ ଚନ୍ଦନର ସାଙ୍ଗ ଓ ଅନ୍ୟ କିଛି ଯୁବକ ମାନଙ୍କ ସହ କଥା କଟାକଟି ହୋଇ ଗୋଷ୍ଠୀ ସଂଘର୍ଷ ଦେଖାଦେଇଥିଲା। ଯାହାକି ଅପର ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ ଘଟଣାସ୍ଥଳରେ ଚନ୍ଦନଙ୍କ ମୃତ୍ୟୁ ଘଟିଛି।

ଖବର ପାଇ ଶେରଗଡ଼ ଥାନା ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଚନ୍ଦନଙ୍କ ମା ଠାରୁ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଣେଶ ବିସର୍ଜନ ଗୋଷ୍ଠୀ ସଂଘର୍ଷ ଜଣେ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ‘ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା କର୍ମଶାଳା’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 29, 2025

ସେପ୍ଟେମ୍ବର ୨୯ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2025

ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ

September 28, 2025

ବରେଲି ହିଂସା: ମୌଲାନାଙ୍କ ସହଯୋଗୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ୪ ଟି ବିଳାସପୂର୍ଣ୍ଣ ହୋଟେଲ ସିଲ୍

September 28, 2025
Latest News

ଭୁବନେଶ୍ୱରରେ ‘ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା କର୍ମଶାଳା’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

September 29, 2025

‘ନକ୍ସଲ ମୁକ୍ତ ଭାରତ’ କାର୍ଯ୍ୟକ୍ରମର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

September 29, 2025

“ଭୂମି ଯାହା ହେଉନା କାହିଁକି, ବିଜୟ ଆମର:” ଭାରତର ବିଜୟ ଉପରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପ୍ରତିକ୍ରିୟା

September 29, 2025

ସେପ୍ଟେମ୍ବର ୨୯ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2025

ଖେଳ ପଡିଆରେ ‘ଅପରେସନ ସିନ୍ଦୁର’: ଟିମ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.