Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଣେଶ ବିସର୍ଜନ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ
ଅପରାଧ

ଗଣେଶ ବିସର୍ଜନ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ

September 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଗୋଠଗାଁରେ ଗଣେଶ ପୂଜା ବିସର୍ଜନ  ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଗୋଷ୍ଠୀ ସଂଘର୍ଷରେ ଚନ୍ଦନ ବିଷୋୟୀ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଚନ୍ଦନଙ୍କ ଘର ପାଟପୁର ଥାନା ଅନ୍ତର୍ଗତ ପି ଜଗନ୍ନାଥ ପୁର ହୋଇଥିଲା ବେଳେ କଙ୍କୋରଡା ଗ୍ରାମ ମାମୁଁ ଘରେ ରହି ପାଠ ପଢ଼ୁଥିଲା। ଘଟଣା ଦିନ ରାତିରେ ଗଣେଶ ପୂଜା ବିସର୍ଜନ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ କିଛି ସାଙ୍ଗ ସହ ଗୋଠଗାଁ ଯାଇଥିଲା ଓ ସେଠାରେ ସରପଞ୍ଚ ଙ୍କ ଘର ସାମନାରେ ଚନ୍ଦନର ସାଙ୍ଗ ଓ ଅନ୍ୟ କିଛି ଯୁବକ ମାନଙ୍କ ସହ କଥା କଟାକଟି ହୋଇ ଗୋଷ୍ଠୀ ସଂଘର୍ଷ ଦେଖାଦେଇଥିଲା। ଯାହାକି ଅପର ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ ଘଟଣାସ୍ଥଳରେ ଚନ୍ଦନଙ୍କ ମୃତ୍ୟୁ ଘଟିଛି।

ଖବର ପାଇ ଶେରଗଡ଼ ଥାନା ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଚନ୍ଦନଙ୍କ ମା ଠାରୁ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଣେଶ ବିସର୍ଜନ ଗୋଷ୍ଠୀ ସଂଘର୍ଷ ଜଣେ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026
Latest News

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026

କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.