Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା
ଅପରାଧ

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Trafic Police
ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା'ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

ଭୁବନେଶ୍ଵର: ପାର୍ବଣ ଋତୁ ପୂର୍ବରୁ କମିଶନରେଟ ପୋଲିସ ତତ୍ପରତା ଦେଖାଇଛି। ଗାଡିରେ ବିକଟାଳ ହର୍ନ ଲଗାଇଥିବା ଗାଡ଼ି ଉପରେ ଆଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗାଡ଼ିରୁ ବିକଟାଳ ହର୍ନ କାଢ଼ିବା ସହିତ ମୋଟା ଅଙ୍କର ଜରିମାନା କରିବାକୁ ଭୁବନେଶ୍ଵର ଟ୍ରାଫିକ ପୋଲିସ ନିଷ୍ପତ୍ତି ନେଇଛି।

ଏହି ପ୍ରରିପ୍ରେକ୍ଷୀରେ ଆଜି ୨୦୦ ଗାଡ଼ିରୁ ବିକଟାଳ ଶବ୍ଦ କରୁଥିବା ହର୍ନ ଖୋଲିବା ସହିତ ମୋଟା ଅଙ୍କର ଜରିମାନା ଲଗାଇଛି କମିଶନର ରେଟ ପୋଲିସ।

କମିଶନରେଟ ପୋଲିସ ଜରିମାନା ବିକଟାଳ ଶବ୍ଦ ଭୁବନେଶ୍ଵର ଟ୍ରାଫିକ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026
Latest News

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.