Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍
ଅପରାଧ

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Parthasarathi
ଆଶ୍ରମ ଯୌନ ନିର୍ଯାତନା ମାମଲା: ଅଭିଯୁକ୍ତ ଚୈତନ୍ୟାନନ୍ଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ: ଦିଲ୍ଲୀର ବସନ୍ତ କୁଞ୍ଜରେ ଥିବା ଏକ ପ୍ରସିଦ୍ଧ ଆଶ୍ରମର ସଞ୍ଚାଳକ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ବିରୋଧରେ ବଡ ଅଭିଯୋଗ ହୋଇଛି। ପ୍ରାୟ ୧୫ ଜଣ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୋଗ ହୋଇଛି। ବସନ୍ତ କୁଞ୍ଜ (ଉତ୍ତର) ପୋଲିସ ଏକ ଏଫଆଇଆର ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍ ଅଛନ୍ତି ବୋଲି ଜଣାପଡିଛି।

ଅଭିଯୁକ୍ତଙ୍କ ନାମ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥସାରଥୀ। ତାଙ୍କ ଭଲଭୋ କାରରୁ ଏକ ନକଲି ୩୯ ୟୁଏନ ୧ ନମ୍ବର ମଧ୍ୟ ମିଳିଛି। ଗାଡିଟି ଏବେ ପୋଲିସ ଜବତ କରିଛି। ମାମଲା ପଞ୍ଜିକରଣ ପରେ, ଆଶ୍ରମ ପ୍ରଶାସନ ଅଭିଯୁକ୍ତଙ୍କୁ ତାଙ୍କ ପଦବୀରୁ ହଟାଇ ଦେଇଛି।

ଅଭିଯୁକ୍ତ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ସନ୍ଧାନରେ ଦିଲ୍ଲୀ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରୁଛି। ବର୍ତ୍ତମାନ ତାଙ୍କର ଶେଷ ସ୍ଥାନ ଆଗ୍ରାରେ ଅବସ୍ଥିତ। ଉତ୍ତର ପ୍ରଦେଶ ପୋଲିସ ସହାୟତାରେ ଖୋଜା ଚାଲିଛି। ପୀଡିତା ଛାତ୍ରୀମାନଙ୍କର ବୟାନ ମଧ୍ୟ ରେକର୍ଡ କରାଯାଇଛି।

Delhi News delhi police Parthasarathi swamy chaityananda saraswati
Share. Facebook Twitter LinkedIn Email WhatsApp Copy Link

Related Posts

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026
Latest News

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.