Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର କଡା ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ଅପରାଧ

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର କଡା ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

October 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର କଡା ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର କଡା ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବେଗ ପ୍ରକାଶ କରିଛନ୍ତି। ସେ ଏହାକୁ କଡା ନିନ୍ଦା କରିବା ସହ ଅଭିଯୁକ୍ତମାନଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟରେ ଦାବି କରିଛନ୍ତି।

ମୁଖ୍ୟମନ୍ତ୍ରୀ ‘ଏକ୍ସ’ ରେ କହିଛନ୍ତି ଯେ, “ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ। ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦୃଢ଼ ଦାବି ଜଣାଉଛି। ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ।”

ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ପଶ୍ଚିମବଙ୍ଗ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

“ଏପରି ପରିହାସ କଲେ ଦେଶ ପାଇଁ କିଏ ଲଢ଼ିବ?”: ମାନହାନି ମାମଲା ଉପରେ ସମୀର ୱାଙ୍ଖେଡେଙ୍କ ପ୍ରତିକ୍ରିୟା

October 11, 2025

ଜିଓ କ୍ଲାଉଡ୍ ଗେମିଂ – ଜିଓ ଗେମ୍ସ ଆପ୍‌ରେ ହାଇ-ଏଣ୍ଡ୍ ଅନଲାଇନ୍ ଗେମ୍ ଖେଳନ୍ତୁ 

October 11, 2025

ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ  କାର୍ଯ୍ୟକ୍ରମ ସମୀକ୍ଷା କଲେ ଅନୁ ଗର୍ଗ

October 11, 2025

ମନି ଲଣ୍ଡରିଂ ମାମଲାରେ ରିଲାଏନ୍ସର ସିଏଫଓଙ୍କୁ ଗିରଫ କଲା ଇଡି

October 11, 2025
Latest News

“ଏପରି ପରିହାସ କଲେ ଦେଶ ପାଇଁ କିଏ ଲଢ଼ିବ?”: ମାନହାନି ମାମଲା ଉପରେ ସମୀର ୱାଙ୍ଖେଡେଙ୍କ ପ୍ରତିକ୍ରିୟା

October 11, 2025

ଜିଓ କ୍ଲାଉଡ୍ ଗେମିଂ – ଜିଓ ଗେମ୍ସ ଆପ୍‌ରେ ହାଇ-ଏଣ୍ଡ୍ ଅନଲାଇନ୍ ଗେମ୍ ଖେଳନ୍ତୁ 

October 11, 2025

ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ  କାର୍ଯ୍ୟକ୍ରମ ସମୀକ୍ଷା କଲେ ଅନୁ ଗର୍ଗ

October 11, 2025

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର କଡା ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

October 11, 2025

ମନି ଲଣ୍ଡରିଂ ମାମଲାରେ ରିଲାଏନ୍ସର ସିଏଫଓଙ୍କୁ ଗିରଫ କଲା ଇଡି

October 11, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.