Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିଧବା ମହିଳାକୁ ପ୍ରତାରଣା: ଅଭିଯୁକ୍ତ ଗିରଫ
ଅପରାଧ

ବିଧବା ମହିଳାକୁ ପ୍ରତାରଣା: ଅଭିଯୁକ୍ତ ଗିରଫ

November 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧବା ମହିଳାକୁ ପ୍ରତାରଣା
ବିଧବା ମହିଳାକୁ ପ୍ରତାରଣା: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ କୁଠାରି ମନ୍ଦିର ସାହିର ପ୍ରମୋଦ କୁମାର ନାୟକ ନାମକ ଜଣେ ଯୁବକକୁ ଗିରଫ କରି ବଡ଼ବଜାର ପୋଲିସ କୋର୍ଟ ଚାଲାଣ କରିଛି। ଘଟଣାରୁ ପ୍ରକାଶ ଯେ, ଉକ୍ତ ଅଞ୍ଚଳର ଜନୈକା ମହିଳାଙ୍କ ସ୍ବାମୀ କିଛି ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିଲେ ଓ ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଯୁବକ ଜଣକ ମହିଳାଙ୍କ ସହିତ ସମ୍ପର୍କରେ ଆସିଥିଲେ। ବିଭିନ୍ନ ପ୍ରଲୋଭନ ଦେଖାଇ ବିବାହର ପ୍ରତିଶୃତି ଦେଇ ଉକ୍ତ ମହିଳା ସହ ଯୁବକଜଣଙ୍କ ଶାରୀରିକ ସମ୍ପର୍କ ରଖିଥିଲେ। କିନ୍ତୁ ଏହା ମଧ୍ୟରେ ବିବାହ କଥା ଗଡେଇ ନିଜର ସ୍ବାର୍ଥ ହାସଲ କରିଥିଲେ।

ଏହି ଭଳି ପରିସ୍ଥିତିରେ ମହିଳା ଜଣଙ୍କ ବିବାହ ପାଇଁ ଜିଦ୍ କରିବାରୁ କିଛି ମାସ ହେଲା ଯୁବକ ଜଣଙ୍କ ବିବାହ ପ୍ରତିଶ୍ରୁତିରୁ ଓହରି ଯିବା ପରେ ପୀଡ଼ିତା ମହିଳା ଜଣକ ବଡ଼ବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ଗ୍ରହଣ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଅଭିଯୁକ୍ତ ଗିରଫ ବଡ଼ବଜାର ଥାନା ବିଧବା ମହିଳାକୁ ପ୍ରତାରଣା
Share. Facebook Twitter LinkedIn Email WhatsApp Copy Link

Related Posts

ଫିକା ପଡିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟରେ କେତେ ହ୍ରାସ?

December 31, 2025

ଶ୍ରୀଲଙ୍କାକୁ ୫-୦ରେ ପରାସ୍ତ କରିବା ପରେ ICC ପଏଣ୍ଟ ଟେବୁଲର ସ୍ଥିତି କ’ଣ, କେଉଁ ସ୍ଥାନରେ ଅଛି ଭାରତ?

December 31, 2025

ବିମଳାଗଡ଼ ଅମୃତ ଷ୍ଟେସନର ନବୀକରଣ: ଉନ୍ନତ ଭିତ୍ତିଭୂମି ସହିତ ମିଳିବ ଆଧୁନିକ ଯାତ୍ରୀ ସୁବିଧା

December 31, 2025

ନୂଆବର୍ଷ ପାଇଁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

December 31, 2025
Latest News

ଫିକା ପଡିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟରେ କେତେ ହ୍ରାସ?

December 31, 2025

ମୋଦୀଙ୍କ ଏହି ବୟାନରେ ଜେଲେନସ୍କି କ୍ଷୁବ୍ଧ: ଜାଣନ୍ତୁ କ’ଣ କହିଲେ ୟୁକ୍ରେନୀୟ ରାଷ୍ଟ୍ରପତି?

December 31, 2025

ଚୀନକୁ ବଡ଼ ଝଟକା ଦେଲା ଭାରତ: ଏହି ଜିନିଷ ଉପରେ ତିନି ବର୍ଷ ପାଇଁ ଲଗାଇଲା ଶୁଳ୍କ

December 31, 2025

ଶ୍ରୀଲଙ୍କାକୁ ୫-୦ରେ ପରାସ୍ତ କରିବା ପରେ ICC ପଏଣ୍ଟ ଟେବୁଲର ସ୍ଥିତି କ’ଣ, କେଉଁ ସ୍ଥାନରେ ଅଛି ଭାରତ?

December 31, 2025

ବିମଳାଗଡ଼ ଅମୃତ ଷ୍ଟେସନର ନବୀକରଣ: ଉନ୍ନତ ଭିତ୍ତିଭୂମି ସହିତ ମିଳିବ ଆଧୁନିକ ଯାତ୍ରୀ ସୁବିଧା

December 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.