Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମୋବାଇଲ ଟେକ୍ନିସିଆନଙ୍କ ଆତ୍ମହତ୍ୟା
ଅପରାଧ

ମୋବାଇଲ ଟେକ୍ନିସିଆନଙ୍କ ଆତ୍ମହତ୍ୟା

December 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୋବାଇଲ ଟେକ୍ନିସିଆନଙ୍କ ଆତ୍ମହତ୍ୟା
ମୋବାଇଲ ଟେକ୍ନିସିଆନଙ୍କ ଆତ୍ମହତ୍ୟା

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ସହରରେ ମୋବାଇଲ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା କେରଳର ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ଜଣକ କେରଳ ଥିରୁଅନନ୍ତପୁରମର ଭାଜୋତୁକୋନମ୍ ଅଞ୍ଚଳର ଅହମ୍ମଦ ଏସ୍ (୧୮) ଓ ସେ ଗତ ଏପ୍ରିଲ ମାସ ୨୮ ତାରିଖରୁ ବେଲଗୁଣ୍ଠା ଜଗନ୍ନାଥ ପ୍ରସାଦ ରୋଡ୍ ସ୍ଥିତ ଭୁବନେଶ୍ୱରୀ ମୋବାଇଲ ପଏଣ୍ଟରେ ଟେକ୍ନସିଆନ୍ ଭାବେ କାର୍ଯ୍ୟ କରୁଥିଲେ।

ଦିଲ୍ଲୀ ସ୍ଥିତ ବ୍ରିଟ୍ କୋ କମ୍ପାନୀ ତରଫରୁ କିଛି ପିଲା ଭୁବନେଶ୍ୱରୀ ମୋବାଇଲରେ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା ବେଳେ ଦୋକାନର ଉପର ମହଲାରେ ରହୁଥିଲେ। ଅହମ୍ମଦ୍ ଶୁକ୍ରବାର ସକାଳେ ମାଲିକ ବିକ୍ରମ ଶତପଥୀଙ୍କୁ ଦେହ ଭଲ ଲାଗୁ ନ ଥିବା କହି କାମକୁ ଯାଇ ନ ଥିଲେ। ତାଙ୍କ ସହିତ ମେସରେ ଥିବା ଅନ୍ୟ ଚାରି ଜଣ କାମକୁ ଯାଇଥିଲେ।

ଖରାବେଳେ ଖାଇବା ପାଇଁ ଘରକୁ ଆସିଥିବା ସମୟରେ ଅହମ୍ମଦ୍ ଏକ ଗାମୁଛାକୁ ବେକରେ ଗୁଡେଇ ଫ୍ୟାନ୍ ରେ ଝୁଲି ଆତ୍ମହତ୍ୟା କରିଥିବା ଦେଖିଥିଲେ। ତୁରନ୍ତ ମାଲିକ ବିକ୍ରମକୁ ଫୋନ୍ କରି ଜଣାଇଥିଲେ। ବିକ୍ରମ ଏ ନେଇ ବେଲଗୁଣ୍ଠା ପୋଲିସକୁ ଲିଖିତ ଆକାରରେ ଜଣାଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ୧୭/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଛି। ଆଜି ଶବ ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି।

ଆତ୍ମହତ୍ୟା ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ସହର ମୋବାଇଲ ଟେକ୍ନିସିଆନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଅଣ-ଶିକ୍ଷକ କର୍ମଚାରୀ ପଦବୀ ପାଇଁ IIT ଭୁବନେଶ୍ୱରରେ ନିଯୁକ୍ତି, ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 15, 2025

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଚାର୍ଜସିଟ୍ ଦାଖଲ କରିବ NIA

December 15, 2025

ବଢିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ, ଜାଣନ୍ତୁ କେତେ

December 15, 2025

ବହୁମୂତ୍ର ରୋଗ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 15, 2025
Latest News

ଅଣ-ଶିକ୍ଷକ କର୍ମଚାରୀ ପଦବୀ ପାଇଁ IIT ଭୁବନେଶ୍ୱରରେ ନିଯୁକ୍ତି, ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 15, 2025

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଚାର୍ଜସିଟ୍ ଦାଖଲ କରିବ NIA

December 15, 2025

ବଢିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ, ଜାଣନ୍ତୁ କେତେ

December 15, 2025

ବହୁମୂତ୍ର ରୋଗ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 15, 2025

ବ୍ରିଟେନରୁ ବିତାଡିତ ହେବେ ଲକ୍ଷ ଲକ୍ଷ ମୁସଲମାନ!: ଭାରତ କିପରି ସବୁଠାରୁ ଅଧିକ ପ୍ରଭାବିତ ହେବ?

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.