Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…
ଅପରାଧ

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜଧାନୀରେ ପୁଣି ଗଣଦୁଷ୍କର୍ମ। ଧଉଳିପରେ ପୁଣି ସହୀଦନଗର ଏକ ଭଡା ଘରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା ପଦାକୁ ଆସିଛି। ଜଣେ ଯୁବତୀଙ୍କୁ ଚାକିରୀ କରାଇଦେବା ନେଇ ଭୁବନେଶ୍ବର ଡାକି ତାଙ୍କୁ ଏକ ଘରେ ଗଣଦୁଷ୍କର୍ମ କରାଯାଇଛି। ଏହି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ଏହି ଘଟଣାକୁ ନେଇ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।

ସେ କହିଛନ୍ତି ଯେ, ‘ମହିଳାଙ୍କ ପାଇଁ ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ ଭୁବନେଶ୍ୱର, ପୁଣି କଳଙ୍କ ମୁଣ୍ଡାଇଛି ଓଡ଼ିଶା। କେବେ ଆଉ ଚେତିବ ବିଜେପି ସରକାର? ଦିନଦ୍ଵିପହରେ ପୁଣି ଜଣେ ନାବାଳିକା ଭୁବନେଶ୍ୱରରେ ଗଣଦୁଷ୍କର୍ମର ଶିକାର ହେବା ଅତ୍ୟନ୍ତ ସ୍ପର୍ଶକାତର ବିଷୟ। କୁଆଡ଼େ ଯାଇଛି ଆଇନଶୃଙ୍ଖଳା? ‘ଲୋକଙ୍କ ସରକାର’ର ମିଛ ପ୍ରହେଳିକା କରୁଥିବା ସରକାର ଲୋକଙ୍କୁ ସୁରକ୍ଷା ଦେଉଛି ତ?

ଧଉଳି ଗଣଦୁଷ୍କର୍ମ ଘଟଣା ମନରୁ ନ ଲିଭୁଣୁ ପୁଣି ଏକ ବର୍ବର କାଣ୍ଡ ସାଧାରଣ ଜନତାଙ୍କୁ ଆତଙ୍କିତ କରିଦେଇଛି। ରାଜଧାନୀରେ ମା’ଭଉଣୀମାନେ ଅସୁରକ୍ଷିତ ମନେ କଲେଣି। ସମସ୍ତଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିବାରେ ବିଜେପି ସରକାରର ଅପାରଗତା ଜଳଜଳ ଦେଖାଯାଉଛି। ସ୍ଥିତି ଆହୁରି ବିଗିଡ଼ିବା ପୂର୍ବରୁ ସରକାର ସଜାଗ ହୁଅନ୍ତୁ। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ଦିଗରେ ସରକାର ଆଗୁଆ ତତ୍ପର ହେବା ସହ ଦୃଢ଼ ଓ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।

Naveen Patnaik ଗଣଦୁଷ୍କର୍ମ ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Latest News

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.