Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିଖୋଜ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର
ଅପରାଧ

ନିଖୋଜ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

January 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିଖୋଜ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର
ନିଖୋଜ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଧରାକୋଟ ଥାନ ଅନ୍ତର୍ଗତ ବରଡାବିଲି ଗ୍ରାମର ସିମାଞ୍ଚଳ ପାଢ଼ୀ ନାମକ ଜଣେ ଯୁବକଙ୍କ ଶବ ଗ୍ରାମ ପୋଖରୀରୁ ଉଦ୍ଧାର ହୋଇଛି। ସୁଚନା ଅନୁଯାୟୀ, ମୃତ ସିମାଞ୍ଚଳ ଗତ ୪ ଦିନ ହେଲା ଘରକୁ ଫେରିନଥିଲେ। ଯାହା ଫଳରେ ପିତା ବିଶ୍ଵନାଥ ପାଢ଼ୀ ଧରାକୋଟ ଥା ରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୨/୨୦୨୬ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିବା ବେଳେ ଗାଁ ଲୋକେ ଅଚାନକ ଗାଁ ପୋଖରୀରେ ସିମାଞ୍ଚଳର ମୃତଦେହ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ।

ପରବର୍ତ୍ତୀ ସମୟରେ ପରିବାର ଲୋକେ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ବର୍ତ୍ତମାନ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଧରାକୋଟ ଥାନ ନିଖୋଜ ଯୁବକ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଉତ୍କଳ ଦିବସ ପାଳିତ

April 1, 2026

ଆଇସିଏଆର-ସିଫାର ୩୯ତମ ବାର୍ଷିକ ଦିବସ ପାଳିତ

April 1, 2026

ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ: ଓଡ଼ିଶା ସମେତ ୮ ରାଜ୍ୟକୁ ୧,୫୩୬ କୋଟି ମଞ୍ଜୁର

April 1, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

April 1, 2026
Latest News

ସୋଆରେ ଉତ୍କଳ ଦିବସ ପାଳିତ

April 1, 2026

ଆଇସିଏଆର-ସିଫାର ୩୯ତମ ବାର୍ଷିକ ଦିବସ ପାଳିତ

April 1, 2026

ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ: ଓଡ଼ିଶା ସମେତ ୮ ରାଜ୍ୟକୁ ୧,୫୩୬ କୋଟି ମଞ୍ଜୁର

April 1, 2026

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

April 1, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.