Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ
ଅପରାଧ

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ
କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଥାନା ପୁରୁଣାଗଡ଼ ଛକରୁ ଅବକାରୀ ବିଭାଗ ଏକ କାରରୁ ୨୨ କେଜି ଗଂଜେଇ ଜବତକରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି।

ଅବକାରୀ ସୂତ୍ରରୁ ପ୍ରକାଶ ଯେ, ବୌଦ୍ଧ ପଟୁ ରେଢ଼ାଖୋଲ ରାସ୍ତାରେ ଏକ ମାରୁତି ସୁଜୁକି କାରରେ (ଓଡିଓ ୨ ବିଇ ୬୩୧୦) ଗଂଜେଇ ଚାଲାଣ ହେଉଥିବା ଅବକାରୀ ବିଭାଗ ଖବର ପାଇ ରେଢ଼ାଖୋଲ ଥାନା ପୁରୁଣାଗଡ଼ ଛକ ନିକଟରେ ଅପରାହ୍ନ ଦୁଇଟାରେ ଛକି ରହି କାରକୁ ଅଟକାଇଥିଲା। କାରରୁ ୨୨କେଜି ଗଂଜେଇ ଜବତ କରିବା ସହ ରାଜେଶ ମିସ୍ତ୍ରୀକୁ ଗିରଫ କରିଥିଲା।

ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି।  ଅଭିଯୁକ୍ତଙ୍କ ଘର ବୌଦ୍ଧ ଜିଲ୍ଲା ଡିବିରୀଝୁଲା ଗ୍ରାମର ବୋଲି ଅବକାରୀ ବିଭାଗ ଏକ ପ୍ରେସ୍ ଇସ୍ତାହାରରେ ପ୍ରକାଶ କରିଛି।

ଏହି ଚଢ଼ାଉରେ ଅବକାରୀ ଇନ୍ସପେକ୍ଟର ଦୁର୍ବାଦଳ ବିଶ୍ୱାଳ ଏବଂ ଅବକାରୀ ବିଭାଗର ଅନ୍ୟ କର୍ମଚାରୀ ମାନେ ସାମିଲ ହୋଇଥିଲେ।

ଗଂଜେଇ ଜବତ ଜଣେ ଗିରଫ ମାରୁତି ସୁଜୁକି ରେଢାଖୋଲ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026
Latest News

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.