Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ
ଅପରାଧ

ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

February 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବଡ଼ବଜାର ଥାନା ଅନ୍ତର୍ଗତ ତଳ ମେଣ୍ଟୁ ଛକରେ କିଛି ଯୁବକ ମେଳି ବାନ୍ଧି ଆଲୋଚନା କରୁଥିବା ବେଳେ ପୋଲିସ ଗାଡିକୁ ଦେଖି ଚମ୍ପଟ୍ ମାରିଥିଲେ। କାର୍ଯ୍ୟରତ ଏସ୍ ଆଇ ସସ୍ମିତା ବେହେରା ଓ ଅନ୍ୟ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ୩ ଯୁବକଙ୍କୁ କାବୁ କରି ଜେରା କରିଥିଲେ। ଯାହାପରେ ସେମାନେ ବ୍ରାଉନ ସୁଗାର ବ୍ୟବହାର କରୁଥିବା ପୋଲିସକୁ କହିଥିଲେ।

ପୋଲିସ ଉକ୍ତ ଯୁବକ ମାନଙ୍କ ଠାରୁ କିଛି ବ୍ରାଉନ ସୁଗାର, ନଗଦ ଟଙ୍କା, ଛୁରୀ, ଗୋଟିଏ ସ୍କୁଟି ଗାଡ଼ି ଓ ୪ ଟି ମୋବାଇଲ ଫୋନ ଜବତ କରିଛି।

ଗିରଫ ଯୁବକ ଓମ୍ ଦାସ ଉକ୍ତ କାରବାରରେ ମୁଖ୍ୟ ଥିବା ବେଳେ କୁକୁଡ଼ାଖଣ୍ଡି ଅଞ୍ଚଳର ଶିବଶଙ୍କର ପଲେଇ ଓ ତେଲେଙ୍ଗା ସାହିର ଆକାଶ ହାତୀ ସହଯୋଗୀ ବୋଲି ଜଣାପଡିଛି। ଉକ୍ତ ଯୁବକ ମାନଙ୍କୁ ପୋଲିସ ମାମଲା ନଂ ୮୩/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରି କୋର୍ଟ ଚାଲାଣ କରିଛି।

କୋର୍ଟ ଚାଲାଣ ବଡ଼ବଜାର ଥାନା ବ୍ରାଉନ ସୁଗାର କାରବାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026
Latest News

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.