Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର
ଅପରାଧ

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାଆକୁ ପିଟି ମୁଣ୍ଡ ଫଟାଇଲା ପୁଅ
ମାଆକୁ ପିଟି ମୁଣ୍ଡ ଫଟାଇଲା ପୁଅ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସରକାର କନ୍ୟା ସନ୍ତାନ ଜନ୍ମ ପାଇଁ ସରକାରୀ ଆର୍ଥିକ ସହଯୋଗ ପ୍ରଦାନ ଓ ବିବାହ ପାଇଁ ଆର୍ଥିକ ସହଯୋଗ ପ୍ରଦାନ କରିବାକୁ ଏବେ ଘୋଷଣା କରବା ସତ୍ତ୍ୱେ ସଚେତନତାର ଅଭାବ ଯୋଗୁଁ କନ୍ୟା ଭୃଣ ହତ୍ୟା କରାଯାଉଛି। ସରକାର ଏଥି ପାଇଁ ଗ୍ରାମାଞ୍ଚଳରେ ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ଏତେ ଜନ ସଚେତନତା ସତ୍ତ୍ୱେ କନ୍ୟା ସନ୍ତାନ କୁ ମାରି ଫିଙ୍ଗି ଦିଆ ଯାଉଛି। ରେଢ଼ାଖୋଲ ସହରରେ ସେମିତି ଏକ ଲୋମ ଟାଙ୍ଗୁରା ଘଟଣା ଘଟିଛି।

ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହର ମଧ୍ୟ ଦେଇ ଯାଇଥିବା କେରାଣ୍ଡି ଜୋରର ଖନ୍ଦାପୋଲ ତଳୁ ଏକ ନବଜାତ ଶିଶୁ କନ୍ୟାର ମୃତ ଦେହ ଉଦ୍ଧାର କରିଛି ଦମକଳ ବାହିନୀ। ଗତକାଲି ରାତିରେ କେହି ମୃତ ଶିଶୁ କନ୍ୟାକୁ ପାଣିରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। କିଏ କାହିଁକି କେଉଁ ପରିସ୍ଥିତିରେ କନ୍ୟା ସନ୍ତାନ ଟିକୁ କେରାଣ୍ଡି ଜୋର ଭିତରକୁ ଫିଙ୍ଗିଲା ତଦନ୍ତ ସାପେକ୍ଷ। ଖବର ପାଇ ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ନବଜାତ ଶିଶୁ କନ୍ୟା ମୃତଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.