Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର
ଅପରାଧ

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ଚଢାଉ କାର୍ଯ୍ୟାନୁଷ୍ଠାନ ସ୍ୱରୁପ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠୀଙ୍କୁ ଆଜି ଭିଜିଲାନ୍ସ କର୍ମଚାରୀ ମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ବାଲି ବୋଝେଇ ଟ୍ରାକ୍ଟର ମାଲିକଙ୍କ ଠାରୁ ଗାଡ଼ି ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ୫ ତାରିଖରେ ଶ୍ରୀ ସେଠୀ ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଅଟକ ରଖିଥିଲେ। କିନ୍ତୁ ଆଶ୍ଚର୍ଯ୍ୟର କଥା ହେଉଛି, ଗାଡ଼ିଟିକୁ ଅଟକ ରଖିବା ନେଇ ସେ କୌଣସି ସରକାରୀ ଦସ୍ତାବିଜ୍ ପ୍ରସ୍ତୁତ କରିନଥିଲେ। ଅନ୍ୟ ପକ୍ଷରେ ଟ୍ରାକ୍ଟର ମାଲିକ ଗାଡ଼ିର ସମସ୍ତ କାଗଜପତ୍ର ଦେଖାଇବା ସତ୍ତ୍ୱେ ଅତିରିକ୍ତ ତହସିଲଦାର ସେଠୀ ଗାଡ଼ି ଛାଡ଼ିବା ପାଇଁ ଅର୍ଥ ଦାବି କରିଥିଲେ। ଶେଷରେ ନିରାଶ ମାଲିକ ଜଣକ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ।

ଯେତେବେଳେ ଅଭିଯୋଗକାରୀ ଅତିରିକ୍ତ ତହସିଲଦାରଙ୍କୁ ଭେଟିଥିଲେ, ଶ୍ରୀ ସେଠୀ ତାଙ୍କୁ ଜୋରିମାନା ସହ ନିଜ ପାଇଁ ମୋଟ ୪୦,୦୦୦ ଟଙ୍କା ଦାବି ମାଗିଥିଲେ। ଏହି ଭଳି ପରିସ୍ଥିତିରେ ସେ ଟଙ୍କା ଟଙ୍କା ଗ୍ରହଣ କରୁଥିବା ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲେ। ତଦନ୍ତ ସମୟରେ ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯିବା ସହ ସରକାରୀ ରସିଦ୍ ବା ଚାଲାଣରେ ଥିବା ଅନିୟମିତତାର ମଧ୍ୟ ଯାଞ୍ଚ ହୋଇଛି।

ସେଠୀଙ୍କ ଗିରଫଦାରୀ ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କ ସମ୍ପର୍କିତ ଅନ୍ୟ ସ୍ଥାନରେ ପୃଥକ ଭାବେ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଧ୍ୟ ତଦନ୍ତ ଆରମ୍ଭ ହୋଇଛି। ଏହି ଚଢାଉ ପରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ମାମଲା ନଂ ୦୧/୨୦୨୬, ଧାରା ୨୦୧୮ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି।

ଅତିରିକ୍ତ ତହସିଲଦାର କବିରାଜ ସେଠୀ ବେଲଗୁଣ୍ଠା ବ୍ରହ୍ମପୁର ଭିଜିଲାନ୍ସ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026
Latest News

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.