Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ
ଅପରାଧ

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ
ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

ଭୁବନେଶ୍ଵର: ରାଉଲକେଲାରେ ଏକ ଅଭାନୀୟ ଘଟଣା ଘଟିଛି। ରଘୁନାଥପାଲ୍ଲୀ ଥାନା ସିଭିଲ ଟାଉନସିପ ଅଞ୍ଚଳରେ ଜଣେ ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ସୁଚନା ମୁତାବକ ରଘୁନାଥ ସାହୁ ନାମକ ଜଣେ ଯୁବକ କୌଣସି ଏକ ଔଷଧ କମ୍ପାନୀରେ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ଘର ଯାଜପୁର ଜିଲ୍ଲାରେ ହୋଇଥିବା ବେଳେ ସେ ଭୁବନେଶ୍ଵରରେ ରହୁଥିଲେ। କିନ୍ତୁ ଦୀର୍ଘ ୫ ବର୍ଷ ହେଲା ସେ ପ୍ରତ୍ୟେକ ମାସରେ ଭୁବନେଶ୍ଵରରୁ ରାଉଲକେଲା ଯାଉଥିଲେ। ସେଠାରେ ମଧ୍ୟ ଏକ ଭଡା ଘରେ ନେଇଥିଲେ, ଯାହା ରଘୁନାଥପାଲି ଥାନା ଠାରୁ ମାତ୍ର ୧୦୦ ମିଟର ଦୂରରେ ଅବସ୍ଥିତ।

ତେବେ ଆଜି ସେହି ଭଡା ଘରୁ ରଘୁନାଥଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ସେପଟେ ସେହି ଘରେ ରହୁଥିବା ଜଣେ ସାଥିଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।

ମ୍ୟାନେଜରଙ୍କୁ ହତ୍ୟା ରଘୁନାଥପାଲ୍ଲୀ ଥାନା ରାଉଲକେଲା ସିଭିଲ ଟାଉନସିପ
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026

ବାଲି ମାଫିଆଙ୍କ ଦବଙ୍ଗଗିରି! ପୁଲିସ ସାମ୍ନାରେ ତହସିଲଦାରଙ୍କୁ ଧମକ

June 26, 2026
Latest News

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026

ବାଲି ମାଫିଆଙ୍କ ଦବଙ୍ଗଗିରି! ପୁଲିସ ସାମ୍ନାରେ ତହସିଲଦାରଙ୍କୁ ଧମକ

June 26, 2026

ବାଲେଶ୍ୱରରେ ଛାତିଥରା ଗୁଳିକାଣ୍ଡ, ବ୍ୟବସାୟୀ ଏସ୍‌.କେ. ହମିଦଙ୍କ ମୃତ୍ୟୁ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.