Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୪୬୯୧ ସିଲିଣ୍ଡର ଜବତ
ଅପରାଧ

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୪୬୯୧ ସିଲିଣ୍ଡର ଜବତ

April 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଲପିଜି
Action Taken to Prevent LPG Black Marketing in State

ଭୁବନେଶ୍ଵର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି। ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହାକୁ ଭିତ୍ତିକରି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବିଭିନ୍ନ ଜିଲ୍ଲାରେ ଯୋଗାଣ ବିଭାଗ ଅଧିକାରୀ ମାନେ ଟିମ ମାନ ଗଠନ କରି ଏ ସମ୍ପର୍କିତ ଖବର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଯାଞ୍ଚ କରୁଛନ୍ତି। ଏହି ଟିମ ଗୁଡିକ ଦୈନିକ ଭାବେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି। ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କ ତତ୍ତ୍ଵବଧାନରେ ଯାଞ୍ଚ ପ୍ରକ୍ରିୟାକୁ କଡାକଡି କରୁଛନ୍ତି।

ଏ ଦିଗରେ କାର୍ଯ୍ୟନୁଷ୍ଠାନ ସ୍ୱରୂପ ଆଜି ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଯାକ ଜିଲ୍ଲାର ୨୧୩୬ଟି ସ୍ଥାନରେ ଯାଞ୍ଚ କରାଯାଇଛି। ସେଥିମଧ୍ୟରୁ ଗ୍ୟାସ ଏଜେନ୍ସି ଓ ଅନ୍ୟ ସ୍ଥାନ ରହିଛି। ଏହି ସବୁ ସ୍ଥାନରୁ ୪୬୯୧ ସିଲିଣ୍ଡର ଜବତ କରାଯାଇଛି। ଏତଦବ୍ୟତୀତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଅଧିନିୟମ ଅନୁଯାୟୀ ବିଭିନ୍ନ ଜିଲ୍ଲାପାଳଙ୍କ କୋର୍ଟରେ ୩୬୦ ମାମଲା ରୁଜୁ କରାଯିବା ସହ ବିଭିନ୍ନ ଥାନାରେ ୩୧ଟି ଏଫଆଇଆର ଦାଖଲ କରାଯାଇଛି। ଏପରିକି କଳାବଜାରୀ ଓ ବେଆଇନ୍ ସିଲିଣ୍ଡର ଗଛିତ ରଖିଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଛି।

Black Marketing LPG ଗ୍ୟାସ କଳାବଜାରୀ ସିଲିଣ୍ଡର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

April 11, 2026

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026
Latest News

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୪୬୯୧ ସିଲିଣ୍ଡର ଜବତ

April 11, 2026

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

April 11, 2026

ଭାରତ ଏବଂ ମରିସସ ମଧ୍ୟରେ ତୈଳ ଏବଂ ଗ୍ୟାସ ଯୋଗାଣ ପାଇଁ ଚୁକ୍ତିନାମା ଚୂଡ଼ାନ୍ତ

April 11, 2026

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ଆଜି ଏପ୍ରିଲ ୧୧ ତାରିଖ ଶନିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.