Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ
ଅପରାଧ

ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ

April 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ହରିଡ଼ାଖଣ୍ଡି ରେଡିକା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଲିଙ୍ଗରାଜ ରେଡ଼ି ଓ ଭଗବାନ ରେଡ଼ି ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାରିବାରିକ ଗଣ୍ଡଗୋଳ ଘଟି ଛୁରୀ ମାଡ଼ରେ ଭଗବାନ ରେଡ଼ି ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ସୁଚନା ଅନୁଯାୟୀ ଉଭୟ ପରିବାର ମଧ୍ୟରେ ସାମାନ୍ୟ କଥାକୁ ନେଇ କିଛି ଦିନ ହେଲା ପାଟି ତୁଣ୍ଡ ହୋଇଥିଲା। କିନ୍ତୁ ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଉଗ୍ରରୂପ ଧାରଣ କରି ଲିଙ୍ଗରାଜ ରେଡ଼ି ଧାରୁଆ ଅସ୍ତ୍ରରେ ଭଗବାନକୁ ଆକ୍ରମଣ କରିଥିଲା। ଯାହା ଫଳରେ ଭଗବାନକୁ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେ ମୃତ୍ୟୁବରଣ କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲିଙ୍ଗରାଜ ଓ ତାଙ୍କ ସ୍ତ୍ରୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏହା ସହିତ ଶବ ଜବତ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

April 17, 2026

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

April 17, 2026

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026
Latest News

ଦୁଇ ପଡ଼ୋଶୀ ଗଣ୍ଡଗୋଳରେ ବଳି ପଡ଼ିଲେ ଯୁବକ

April 17, 2026

ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

April 17, 2026

ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

April 17, 2026

ଲୋକସଭାରେ ତିନୋଟି ବିଲ୍ ପାସ୍ କରିବାକୁ ସରକାରଙ୍କ ପାଖରେ ସଂଖ୍ୟାର ଅଭାବ: ଜାଣନ୍ତୁ ସଂଖ୍ୟା ଖେଳ

April 17, 2026

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.