Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଅପରାଧ

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର : ମହାଭାରତ ଦେଖିବା ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଗୋଲନ୍ଥରା ଥାନା ମାର୍କଣ୍ଡି ଗାଁରେ ମହାଭାରତ ଦେଖିବା ସମୟରେ  ରଣକ୍ଷେତ୍ର ପାଲଟିଥିଲା । ଏପରିକି ପଥର ମାଡ ସହ ଠେଙ୍ଗାରେ ମଧ୍ୟ ଆକ୍ରମଣ ହୋଇଥିବାର ସୂଚନା ରହିଛି । ଏହି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ଵ ଆହତ ହୋଇଛନ୍ତି । ଗୁରୁତର ୧୦ ଜଣକୁ ଚିକିତ୍ସା ପାଇଁ  ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଠାକୁରାଣୀ ଯାତ୍ରା ପାଇଁ ମହାଭାରତ ପ୍ରଦର୍ଶନ ହେଉଥିବାବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଫଳରେ ସ୍ଥାନଟି ରଣକ୍ଷେତ୍ର ପାଲଟିଥିଲା ।

ଦୁଇ ଗୋଷ୍ଠୀ ମୁହାଁମୁହିଁ ମହାଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏସ ଦୟାଲ ଗଙ୍ଗୱାର ସସପେଣ୍ଡ

June 18, 2026

ସକାଳୁଆ ସ୍କୁଲ ପାଇଁ ଦାବି କଲା ଓଷ୍ଟା

June 18, 2026

ରେଢ଼ାଖୋଲରେ ଚୋରି ମାମଲାର ପର୍ଦ୍ଦାଫାଶ: ୨ ଗିରଫ, ବିପୁଳ ସାମଗ୍ରୀ ଜବତ

June 18, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026
Latest News

ଆଇପିଏସ ଦୟାଲ ଗଙ୍ଗୱାର ସସପେଣ୍ଡ

June 18, 2026

ସକାଳୁଆ ସ୍କୁଲ ପାଇଁ ଦାବି କଲା ଓଷ୍ଟା

June 18, 2026

ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

June 18, 2026

ରେଢ଼ାଖୋଲରେ ଚୋରି ମାମଲାର ପର୍ଦ୍ଦାଫାଶ: ୨ ଗିରଫ, ବିପୁଳ ସାମଗ୍ରୀ ଜବତ

June 18, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.