Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି
ଅପରାଧ

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆକ୍ରମଣ
ବିଜେପି ନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ଗୁରୁତର ଅବସ୍ଥାରେ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି

ଗୋପ : ରାଜ୍ୟରେ ଅପରାଧ ଥମିବାର ନାଁ ନେଉନାହିଁ  । ପୋଲିସର ଏନକାଉଣ୍ଟର ପରେ ବି ଅପରାଧୀ ମାନେ ଡରୁନାହାନ୍ତି । ପୁରୀ ଜିଲ୍ଲା ଗୋପରୁ ଏକ ପ୍ରାଣାନ୍ତକ ଆକ୍ରମଣର ଖବର ଆସିଛି । ମିଳିଥିବା ସୂଚନା ଅନୁସାରେ ପୁରୀ ଜିଲ୍ଲା ଗୋପ ଥାନା ଅଞ୍ଚଳରେ ଗତକାଲି ମଧ୍ୟ ରାତ୍ର‌ୀରେ ଜଣକୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସଂପୃକ୍ତ ବ୍ୟକ୍ତି ଲହୁଲୁହାଣ ହୋଇଯାଇଛନ୍ତି। ଆକ୍ରମଣ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ମାରିଥିଲେ।

ସୂଚନା ଅନୁସାରେ ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ଜମି ବ୍ୟବସାୟୀ ଚଗଲା ମଲ୍ଲିକ । ଦୁଇ ଦିନ ତଳେ ତାଙ୍କୁ ଦୁଇ ଜଣ ଦୁର୍ବୃତ୍ତ ବଟି ମାଗିଥିଲେ। ବଟି ଦେବା ପାଇଁ ସେ ସିଧା ମନ କରିଦେଇଥିବାରୁ ଦୁର୍ବୃତ୍ତମାନେ ଭୁଜାଲିରେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କ ପାପୁଲି ଓ ଆଙ୍ଗୁଠି ଛିଡି ଯାଇଛି ।

ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରିଛି। ଗୁରୁତର ବ୍ୟକ୍ତିଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଛାନ୍‌ଭିନ ଜାରି ରଖିଛି।

ଦାଦା ବଟି ପ୍ରାଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସି ବିଦ୍ରୋହୀଙ୍କ ଭୟ କ’ଣ?: ବାଚସ୍ପତିଙ୍କୁ ମାଗିଥିଲେ ଦୁଇ ସପ୍ତାହ ସମୟ

October 8, 2026

ରାଜଧାନୀରୁ ଜିଲ୍ଲା: ‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

October 8, 2026

ବାପାଙ୍କ ସମ୍ପତ୍ତିରେ ଝିଅର ଜନ୍ମଗତ ଅଧିକାର ଅଛି କି? ହାଇକୋର୍ଟ ରାୟ ପରେ ଜାଣନ୍ତୁ ସମ୍ପୂର୍ଣ୍ଣ ଆଇନ

October 8, 2026

IPL-୨୦୨୭ ପୂର୍ବରୁ ପଞ୍ଜାବ କିଙ୍ଗସକୁ ଝଟକା: ଦଳ ଛାଡିଲେ ଦୁଇ ଅଭିଜ୍ଞ ଖେଳାଳି

October 8, 2026
Latest News

ଟିଏମସି ବିଦ୍ରୋହୀଙ୍କ ଭୟ କ’ଣ?: ବାଚସ୍ପତିଙ୍କୁ ମାଗିଥିଲେ ଦୁଇ ସପ୍ତାହ ସମୟ

October 8, 2026

ରାଜଧାନୀରୁ ଜିଲ୍ଲା: ‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

October 8, 2026

ବାପାଙ୍କ ସମ୍ପତ୍ତିରେ ଝିଅର ଜନ୍ମଗତ ଅଧିକାର ଅଛି କି? ହାଇକୋର୍ଟ ରାୟ ପରେ ଜାଣନ୍ତୁ ସମ୍ପୂର୍ଣ୍ଣ ଆଇନ

October 8, 2026

IPL-୨୦୨୭ ପୂର୍ବରୁ ପଞ୍ଜାବ କିଙ୍ଗସକୁ ଝଟକା: ଦଳ ଛାଡିଲେ ଦୁଇ ଅଭିଜ୍ଞ ଖେଳାଳି

October 8, 2026

ସାଉଦି ବିମାନବନ୍ଦର ଉପରେ ହୁତିଙ୍କ କ୍ଷେପଣାସ୍ତ୍ର ଆକ୍ରମଣ: ୩ ମୃତ, ୩୬ ଆହତ

October 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.