Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ
ଅପରାଧ

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀର ନ୍ୟୁ ଉସମାନପୁର ଅଞ୍ଚଳରେ ଗୁଳିକାଣ୍ଡ । ଏହି ଗୁଳିକାଣ୍ଡରେ 12 ବର୍ଷୀୟ ନାବାଳକ ଆହତ । ମିଳିଥିବା ସୂଚନା ଅନୁସାରେ ତିନି ଜଣ ଦୁର୍ବୃତ୍ତ ଜଣେ କ୍ୟାଟରରଙ୍କ ଘର ବାହାରେ ଗୁଳି ଚଳାଇଥିଲେ । ଗୁଳି ବିନିମୟ ଶୁଣି ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ଏବଂ ଲୋକମାନେ ଜୀବନ ବଞ୍ଚାଇବାକୁ ଦୌଡ଼ିବାକୁ ଲାଗିଥିଲେ। ସେହି ବାଟ ଦେଇ ଯାଉଥିବା ଜଣେ 12 ବର୍ଷୀୟ ବାଳକର ଗୋଡ଼ରେ ଗୁଳି ବାଜିଥିଲା ​ । ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଶିଶୁଟିକୁ ହସ୍ପିଟାଲରେ ଭର୍ତ୍ତି କରିଥିଲା। କିଛି ଘଣ୍ଟା ମଧ୍ୟରେ ପ୍ରଙ୍କୁର ଓ ହର୍ଷ ନାମକ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବାବେଳେ ଜଣେ ଏବେ ବି ଫେରାର ଅଛନ୍ତି। ପ୍ରାଥମିକ ତଦନ୍ତରୁ ପୁରୁଣା ଶତ୍ରୁତା ଓ ବ୍ୟକ୍ତିଗତ ବିବାଦ ଏହି ଗୁଳିକାଣ୍ଡର କାରଣ ବୋଲି ଜଣାପଡ଼ିଛି।

gunshot injured
Share. Facebook Twitter LinkedIn Email WhatsApp Copy Link

Related Posts

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Latest News

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.