Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହୀରାକୁଦରେ ଛୁରାମାଡ଼ : ଜଣେ ଗୁରୁତର
ଅପରାଧ

ହୀରାକୁଦରେ ଛୁରାମାଡ଼ : ଜଣେ ଗୁରୁତର

June 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ହୀରାକୁଦ : ହୀରାକୁଦ ନିକଟ ଗୁଜାତଳ ଛକରେ ଯୁବକଙ୍କୁ ଛୁରାମାଡ଼ ହୋଇଛି । ଏହି ଛୁରାମାଡ଼ରେ ଯୁବକ ଜଣଙ୍କ ଗୁରୁତର ହୋଇଛନ୍ତି ।  ଗୁରୁତର ଯୁବକ ଜଣଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।  ଚାରିଜଣ ଯୁବକ ଛୁରାମାଡ଼ କରିଥିବାର ସୂଚନା ରହିଛି । ଉଭୟ ଆହତ ଓ ଆକ୍ରମଣକାରୀଙ୍କ ନାଁରେ ଅପରାଧିକ ମାମଲା ଥିବା ସୂଚନା ରହିଛି । ତେବେ ଏହି ଛୁରାମାଡ଼ ପୂର୍ବ ଶତ୍ରୁତାରୁ ହୋଇଥିବାର ଜଣାପଡିଛି । ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି ।

ଗୁରୁତର ଛୁରାମାଡ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ

July 18, 2026

ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ

July 18, 2026

ମିଶନ ଶକ୍ତି ଓ ଇକ୍ରିସାଟ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

July 18, 2026

ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ: ୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍

July 18, 2026
Latest News

ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ

July 18, 2026

ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ

July 18, 2026

ମିଶନ ଶକ୍ତି ଓ ଇକ୍ରିସାଟ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

July 18, 2026

ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ: ୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍

July 18, 2026

ସୋଆର ୨୦ ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.